ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା: ପୁରୀ ଗଜପତି ମହାରାଜ

The Sakala Picture
Published On

ପୁରୀ: ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା । ୫ ଦିନ ଧରି ଚାଲିବ ପୂଜାର୍ଚ୍ଚନା । ଏ ନେଇ ଆଜି ଗଜପତି ମହାରାଜା ସୂଚନା ଦେଇଛନ୍ତି। ଆଜି ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ସୂଚନା ଦେଇଛନ୍ତି ଗଜପତି ମହାରାଜ । ଶ୍ରୀସେତୁ, ଜଗନ୍ନାଥ ବଲ୍ଳଭ ପାର୍କିଂ କାର୍ଯ୍ୟ ବୁଲ ଅନୁଧ୍ୟାନ କରିଥିଲେ। ନିର୍ମାଣ କାର୍ଯ୍ୟ ଦେଖି ସନ୍ତୋଷ ବ୍ୟକ୍ତ କରିଛନ୍ତି ଗଜପତି ମହାରାଜ । ଡିସେମ୍ବର ସୁଦ୍ଧା ସରିବ ଶ୍ରୀସେତୁ, ଜଗନ୍ନାଥ ବଲ୍ଲଭ, ତୀର୍ଥଯାତ୍ରୀ […]

ପୁରୀ: ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା । ୫ ଦିନ ଧରି ଚାଲିବ ପୂଜାର୍ଚ୍ଚନା । ଏ ନେଇ ଆଜି ଗଜପତି ମହାରାଜା ସୂଚନା ଦେଇଛନ୍ତି। ଆଜି ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ସୂଚନା ଦେଇଛନ୍ତି ଗଜପତି ମହାରାଜ । ଶ୍ରୀସେତୁ, ଜଗନ୍ନାଥ ବଲ୍ଳଭ ପାର୍କିଂ କାର୍ଯ୍ୟ ବୁଲ ଅନୁଧ୍ୟାନ କରିଥିଲେ। ନିର୍ମାଣ କାର୍ଯ୍ୟ ଦେଖି ସନ୍ତୋଷ ବ୍ୟକ୍ତ କରିଛନ୍ତି ଗଜପତି ମହାରାଜ । ଡିସେମ୍ବର ସୁଦ୍ଧା ସରିବ ଶ୍ରୀସେତୁ, ଜଗନ୍ନାଥ ବଲ୍ଲଭ, ତୀର୍ଥଯାତ୍ରୀ କେନ୍ଦ୍ରର କାମ । ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଯାଏ ବଡ଼ଦାଣ୍ଡର ସମ୍ପ୍ରସାରଣ ହେବ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଖବର ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଗତ ଶନିବାର ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ଓ ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

03 Nov 2023 By The Sakala

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା: ପୁରୀ ଗଜପତି ମହାରାଜ

ପୁରୀ: ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା । ୫ ଦିନ ଧରି ଚାଲିବ ପୂଜାର୍ଚ୍ଚନା । ଏ ନେଇ ଆଜି ଗଜପତି ମହାରାଜା ସୂଚନା ଦେଇଛନ୍ତି। ଆଜି ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ସୂଚନା ଦେଇଛନ୍ତି ଗଜପତି ମହାରାଜ । ଶ୍ରୀସେତୁ, ଜଗନ୍ନାଥ ବଲ୍ଳଭ ପାର୍କିଂ କାର୍ଯ୍ୟ ବୁଲ ଅନୁଧ୍ୟାନ କରିଥିଲେ। ନିର୍ମାଣ କାର୍ଯ୍ୟ ଦେଖି ସନ୍ତୋଷ ବ୍ୟକ୍ତ କରିଛନ୍ତି ଗଜପତି ମହାରାଜ । ଡିସେମ୍ବର ସୁଦ୍ଧା ସରିବ ଶ୍ରୀସେତୁ, ଜଗନ୍ନାଥ ବଲ୍ଲଭ, ତୀର୍ଥଯାତ୍ରୀ କେନ୍ଦ୍ରର କାମ । ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଯାଏ ବଡ଼ଦାଣ୍ଡର ସମ୍ପ୍ରସାରଣ ହେବ ।

ଖବର ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଗତ ଶନିବାର ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ଓ ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।

https://www.thesakala.in/latest-odisha-news/puri/puri-gajapati-maharaja-said-that-the-srimandir-parikrama-project-of-the-temple-will-be-established-on-jan-17/article-26964
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର