ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ୫ ଘଣ୍ଟା ବନ୍ଦରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଶ୍ରୀମନ୍ଦିରରେ ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଗୁରୁବାର ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ମଧ୍ୟାହ୍ନଧୂପ ଛେକ ଆସିବା ପରେ ପରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିଲାଗି ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

04 Sep 2025
By The Sakala

⊕ https://www.thesakala.in/latest-odisha-news/puri/puri-jagannath-temple-to-remain-closed-for-5-hour-today/article-42236