ଆଜି ହେବନି ଶ୍ରୀଜିଉଙ୍କ ରାତ୍ର ପହୁଡ଼, ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ନୀତି ହେବନି। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ […]

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ନୀତି ହେବନି। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର