ପୁନର୍ଗଠିତ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି, ୧୦ ନୂଆ ସଦସ୍ୟ ମନୋନୀତ

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ କରିଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିରର ପରିଚାଳନା କମିଟିକୁ ୧୦ ଜଣ ନୂଆ ସଦସ୍ୟଙ୍କୁ ମନୋନୀତ କରାଯାଇଛି । ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କୁ ସଦସ୍ୟ କରାଯାଇଛି । ସେ ମୁକ୍ତିମଣ୍ଡପକୁ ପ୍ରତିନିଧିତ୍ୱ କରିବେ । ସେହିପରି ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ମଧ୍ୟ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି । ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର, ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର, […]

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ କରିଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିରର ପରିଚାଳନା କମିଟିକୁ ୧୦ ଜଣ ନୂଆ ସଦସ୍ୟଙ୍କୁ ମନୋନୀତ କରାଯାଇଛି । ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କୁ ସଦସ୍ୟ କରାଯାଇଛି । ସେ ମୁକ୍ତିମଣ୍ଡପକୁ ପ୍ରତିନିଧିତ୍ୱ କରିବେ । ସେହିପରି ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ମଧ୍ୟ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି । ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର, ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର, ସୁଆର ମହାସୁଆର ନିଯୋଗ ଅନନ୍ତ ତିଆଡି, ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ର, ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ମଧ୍ୟ କମିଟିରେ ସଦସ୍ୟ ରହିବେ । ରାମକୃଷ୍ଣ ଦାସ ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧିତ୍ୱ କରିବେ । ଅନ୍ୟମାନଙ୍କ ମଧ୍ୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ଚାର୍ଟାଡ୍ ଆକାଂଉଟାଂଟ୍ ଶରତ ଚନ୍ଦ୍ର ଭଦ୍ରା ମଧ୍ୟ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

12 Aug 2021 By The Sakala

ପୁନର୍ଗଠିତ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି, ୧୦ ନୂଆ ସଦସ୍ୟ ମନୋନୀତ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ କରିଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିରର ପରିଚାଳନା କମିଟିକୁ ୧୦ ଜଣ ନୂଆ ସଦସ୍ୟଙ୍କୁ ମନୋନୀତ କରାଯାଇଛି । ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କୁ ସଦସ୍ୟ କରାଯାଇଛି । ସେ ମୁକ୍ତିମଣ୍ଡପକୁ ପ୍ରତିନିଧିତ୍ୱ କରିବେ । ସେହିପରି ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ମଧ୍ୟ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି । ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର, ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର, ସୁଆର ମହାସୁଆର ନିଯୋଗ ଅନନ୍ତ ତିଆଡି, ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ର, ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ମଧ୍ୟ କମିଟିରେ ସଦସ୍ୟ ରହିବେ । ରାମକୃଷ୍ଣ ଦାସ ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧିତ୍ୱ କରିବେ । ଅନ୍ୟମାନଙ୍କ ମଧ୍ୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ଚାର୍ଟାଡ୍ ଆକାଂଉଟାଂଟ୍ ଶରତ ଚନ୍ଦ୍ର ଭଦ୍ରା ମଧ୍ୟ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର