୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

The Sakala Picture
Published On

ବ୍ରହ୍ମଗିରି: ପୁଣି ଜବତ ହେଲା ବ୍ରାଉନସୁଗର। ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ସାତପଡ଼ା ଅବକାରୀ ଥାନା ଅଧିକାରୀ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ବ୍ରହ୍ମଗିରି ଢାବା ଛକରେ ଚଢ଼ାଉକରି ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବ୍ରହ୍ମଗିରି ଥାନା ଅନ୍ତର୍ଗତ ବିଜିପୁ ଗାଁର ଶରତ ରାଉତ। ତାଙ୍କ ପାଖରୁ ୭୫ ଗ୍ରାମ ବ୍ରାଉନସୁଗର ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ-92/22-23 […]

ବ୍ରହ୍ମଗିରି: ପୁଣି ଜବତ ହେଲା ବ୍ରାଉନସୁଗର। ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ସାତପଡ଼ା ଅବକାରୀ ଥାନା ଅଧିକାରୀ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ବ୍ରହ୍ମଗିରି ଢାବା ଛକରେ ଚଢ଼ାଉକରି ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବ୍ରହ୍ମଗିରି ଥାନା ଅନ୍ତର୍ଗତ ବିଜିପୁ ଗାଁର ଶରତ ରାଉତ। ତାଙ୍କ ପାଖରୁ ୭୫ ଗ୍ରାମ ବ୍ରାଉନସୁଗର ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ-92/22-23 ରେ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଶରତକୁ  ପୁରୀ କାରାଗରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ଅନୁମାନିକ ମୂଲ୍ୟ ପ୍ରାୟ ୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ସଂଜିପ ହସ୍ତୀ, ପ୍ରବୀନ ବିରାଜ କିରୋ, ପ୍ରଦୀପ୍ତ କୁମାର ପଣ୍ଡା, ଦୀପ୍ତି ରଞ୍ଜନ ଦାଶ ପ୍ରମୁଖ  ସାମିଲ ଥିଲେ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

06 Nov 2022 By The Sakala

୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

ବ୍ରହ୍ମଗିରି: ପୁଣି ଜବତ ହେଲା ବ୍ରାଉନସୁଗର। ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ସାତପଡ଼ା ଅବକାରୀ ଥାନା ଅଧିକାରୀ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ବ୍ରହ୍ମଗିରି ଢାବା ଛକରେ ଚଢ଼ାଉକରି ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବ୍ରହ୍ମଗିରି ଥାନା ଅନ୍ତର୍ଗତ ବିଜିପୁ ଗାଁର ଶରତ ରାଉତ। ତାଙ୍କ ପାଖରୁ ୭୫ ଗ୍ରାମ ବ୍ରାଉନସୁଗର ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ-92/22-23 ରେ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଶରତକୁ  ପୁରୀ କାରାଗରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ଅନୁମାନିକ ମୂଲ୍ୟ ପ୍ରାୟ ୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ସଂଜିପ ହସ୍ତୀ, ପ୍ରବୀନ ବିରାଜ କିରୋ, ପ୍ରଦୀପ୍ତ କୁମାର ପଣ୍ଡା, ଦୀପ୍ତି ରଞ୍ଜନ ଦାଶ ପ୍ରମୁଖ  ସାମିଲ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର