ଶ୍ରୀଜଗନ୍ନାଥ ବିମାନବନ୍ଦର ପ୍ରକଳ୍ପ, ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ

The Sakala Picture
Published On

ପୁରୀ: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । ଏପ୍ରିଲ  ୨୧  ତାରିଖରେ ଖୋଲାଯିବ ଟେଣ୍ଡର । ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ  ମଧ୍ଯରେ ପିପିପି ମୋଡରେ  ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ […]

ପୁରୀ: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । ଏପ୍ରିଲ  ୨୧  ତାରିଖରେ ଖୋଲାଯିବ ଟେଣ୍ଡର । ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ  ମଧ୍ଯରେ ପିପିପି ମୋଡରେ  ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ କରାଯିବ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ଏହାପରେ ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ପର୍ଯ୍ୟଟନ କ୍ଷେତ୍ରରେ ମିଳିବ ଅଦ୍ଭୁତପୂର୍ବ ସଫଳତା । ଏୟାରପୋର୍ଟ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓ ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି । ୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି । ପ୍ରସ୍ତାବିତ ବିମାନ ବନ୍ଦର ଶେଷ ହୋଇପାରିଲେ ପୁରୀ ଐତିହ୍ୟ ନଗରୀର ସ୍ୱପ୍ନ ସାକାର ହୋଇପାରିବ ବୋଲି ସେବାୟତ ଓ ବୁଦ୍ଧିଜୀବୀ ଆଶା ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

18 Feb 2024 By The Sakala

ଶ୍ରୀଜଗନ୍ନାଥ ବିମାନବନ୍ଦର ପ୍ରକଳ୍ପ, ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ

ପୁରୀ: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । ଏପ୍ରିଲ  ୨୧  ତାରିଖରେ ଖୋଲାଯିବ ଟେଣ୍ଡର । ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ  ମଧ୍ଯରେ ପିପିପି ମୋଡରେ  ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ କରାଯିବ।

ଏହାପରେ ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ପର୍ଯ୍ୟଟନ କ୍ଷେତ୍ରରେ ମିଳିବ ଅଦ୍ଭୁତପୂର୍ବ ସଫଳତା । ଏୟାରପୋର୍ଟ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓ ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି । ୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି । ପ୍ରସ୍ତାବିତ ବିମାନ ବନ୍ଦର ଶେଷ ହୋଇପାରିଲେ ପୁରୀ ଐତିହ୍ୟ ନଗରୀର ସ୍ୱପ୍ନ ସାକାର ହୋଇପାରିବ ବୋଲି ସେବାୟତ ଓ ବୁଦ୍ଧିଜୀବୀ ଆଶା ରଖିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର