ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ, ସୁରକ୍ଷା ନେଇ ଆଲୋଚନା…

The Sakala Picture
Published On

ପୁରୀ: ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ। ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଏନଏସଜି ଟିମ ପହଞ୍ଚିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି। ଜିଲ୍ଲା ପୁଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପିଙ୍କ ସହ ଟିମ ଅଧିକ ଆଲୋଚନା କରିବା ନେଇ ରହିଛି କାର୍ଯ୍ୟକ୍ରମ।ପହଲଗାମ ଆକ୍ରମଣ ପରେ ଏନଏସଜି ଟିମ ପୁରୀରେ ପହଞ୍ଚିଥିବା ବେଳେ ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ବର୍ତ୍ତମାନ ପୁରୀ ସହରରେ ଏନଏସଜି କମାଣ୍ଡୋ ସୁରକ୍ଷା ସ୍ଥିତି ନେଇ […]

ପୁରୀ: ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ। ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଏନଏସଜି ଟିମ ପହଞ୍ଚିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି। ଜିଲ୍ଲା ପୁଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପିଙ୍କ ସହ ଟିମ ଅଧିକ ଆଲୋଚନା କରିବା ନେଇ ରହିଛି କାର୍ଯ୍ୟକ୍ରମ।ପହଲଗାମ ଆକ୍ରମଣ ପରେ ଏନଏସଜି ଟିମ ପୁରୀରେ ପହଞ୍ଚିଥିବା ବେଳେ ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ବର୍ତ୍ତମାନ ପୁରୀ ସହରରେ ଏନଏସଜି କମାଣ୍ଡୋ ସୁରକ୍ଷା ସ୍ଥିତି ନେଇ ସମୀକ୍ଷା କରିଛନ୍ତି।

ଆହୁରି ପଢ଼ନ୍ତୁ: ଯାତ୍ରା ଚାଲିଥିବା ବେଳେ ହଙ୍ଗାମା: ମଞ୍ଚକୁ ଉପରକୁ ହେଲା ଚେୟାର ମାଡ଼, ଅଧାରୁ ଅଟକିଲା ନାଟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର