ପୁରୀ: ପବିତ୍ର ରଥଯାତ୍ରାରେ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର। ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ବିରାଜିଛନ୍ତି ଚକ୍ରରାଜ ଶ୍ରୀସୁଦର୍ଶନ। ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ। ଏହାପରେ ଧାଡି ପହଣ୍ଡିରେ ଆସୁଛନ୍ତି ବଡଠାକୁର ଶ୍ରୀବଳଭଦ୍ର। ଘଣ୍ଟଘଣ୍ଟା ଓ ଶଙ୍ଖ ନାଦରେ କମ୍ପୁଛି ଶ୍ରୀମନ୍ଦିର। ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ଧାମ। କାହିଁ କେଉଁ ଦୂରଦୂରାନ୍ତରୁ ଧାଇଁ ଆସିଛନ୍ତି ଲକ୍ଷାଧିକ ଭକ୍ତ। ସକାଳ ୯ଟାରେ ସକାଳ ଧୂପ, ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ ଶେଷ ହେବା ପରେ ପହଣ୍ଡି ଆରମ୍ଭ ହୋଇଥିଲା।
ବିରାଜିଲେ ଶ୍ରୀସୁଦର୍ଶନ, ଆସୁଛନ୍ତି ବଡ଼ଠାକୁର
ପୁରୀ: ପବିତ୍ର ରଥଯାତ୍ରାରେ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର। ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ବିରାଜିଛନ୍ତି ଚକ୍ରରାଜ ଶ୍ରୀସୁଦର୍ଶନ। ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ। ଏହାପରେ ଧାଡି ପହଣ୍ଡିରେ ଆସୁଛନ୍ତି ବଡଠାକୁର ଶ୍ରୀବଳଭଦ୍ର। ଘଣ୍ଟଘଣ୍ଟା ଓ ଶଙ୍ଖ ନାଦରେ କମ୍ପୁଛି ଶ୍ରୀମନ୍ଦିର। ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ଧାମ। କାହିଁ କେଉଁ ଦୂରଦୂରାନ୍ତରୁ ଧାଇଁ ଆସିଛନ୍ତି ଲକ୍ଷାଧିକ ଭକ୍ତ। ସକାଳ ୯ଟାରେ ସକାଳ ଧୂପ, ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ ଶେଷ ହେବା ପରେ […]