ପିପିଲି ଉପନିର୍ବାଚନ, ୪ ନେତାଙ୍କୁ ପରିଚାଳନା ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପରିଚାଳନା ପାଇଁ ବିଜେଡିର ୪ ନେତାଙ୍କୁ ଗୁରୁ ଦାୟିତ୍ୱ ଦିଆଯାଇଛି। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ଗଣମାଧ୍ୟମ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତ। ସୂଚନା ଅନୁଯାୟୀ, ତିନି ପ୍ରମୁଖ ଦଳର ଆଶାୟୀ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଆଜି ଠାରୁ କ୍ୟାମ୍ପେନ […]

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପରିଚାଳନା ପାଇଁ ବିଜେଡିର ୪ ନେତାଙ୍କୁ ଗୁରୁ ଦାୟିତ୍ୱ ଦିଆଯାଇଛି। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ଗଣମାଧ୍ୟମ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ସୂଚନା ଅନୁଯାୟୀ, ତିନି ପ୍ରମୁଖ ଦଳର ଆଶାୟୀ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଆଜି ଠାରୁ କ୍ୟାମ୍ପେନ ମଧ୍ୟ ଆରମ୍ଭ ହୋଇଛି । ଏସବୁ ଭିତରେ ବିଜେଡ଼ି ନିଜ ପିପିଲି ଗଡ଼ ବଜାୟ ରଖିବାକୁ ଦଳର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

31 Mar 2021 By The Sakala

ପିପିଲି ଉପନିର୍ବାଚନ, ୪ ନେତାଙ୍କୁ ପରିଚାଳନା ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପରିଚାଳନା ପାଇଁ ବିଜେଡିର ୪ ନେତାଙ୍କୁ ଗୁରୁ ଦାୟିତ୍ୱ ଦିଆଯାଇଛି। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ଗଣମାଧ୍ୟମ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତ।

ସୂଚନା ଅନୁଯାୟୀ, ତିନି ପ୍ରମୁଖ ଦଳର ଆଶାୟୀ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଆଜି ଠାରୁ କ୍ୟାମ୍ପେନ ମଧ୍ୟ ଆରମ୍ଭ ହୋଇଛି । ଏସବୁ ଭିତରେ ବିଜେଡ଼ି ନିଜ ପିପିଲି ଗଡ଼ ବଜାୟ ରଖିବାକୁ ଦଳର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର