ଯୁକ୍ତ ୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଜଣ ଦୁର୍ବୃତ୍ତ…

The Sakala Picture
Published On

ପୁରୀ: ପୁରୀ ଜିଲ୍ଲା ନିମାପଡା ବଳଙ୍ଗା ବାଇଆବର ଅଞ୍ଚଳରେ ଚାଞ୍ଚଲ୍ୟ। ଯୁକ୍ତ ୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଜଣ ଦୁର୍ବୃତ୍ତ । ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ଛାତ୍ରୀଙ୍କୁ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ କରିଥିଲେ। ନିଆଁ ଲଗାଇଥିବା ଯୁବକମାନେ ଘଟଣାସ୍ଥଲରୁ ଫେରାର ହୋଇ ଯାଇଥିବା ଜଣାପଡ଼ିଛି। ସ୍ଥାନୀୟଲୋକଙ୍କ ସହାୟତାରେ ନିଆଁ ଲିଭାଇ ଗୁରୁତର ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସରେ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବରପାଇ […]

ପୁରୀ: ପୁରୀ ଜିଲ୍ଲା ନିମାପଡା ବଳଙ୍ଗା ବାଇଆବର ଅଞ୍ଚଳରେ ଚାଞ୍ଚଲ୍ୟ। ଯୁକ୍ତ ୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଜଣ ଦୁର୍ବୃତ୍ତ । ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ଛାତ୍ରୀଙ୍କୁ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ କରିଥିଲେ। ନିଆଁ ଲଗାଇଥିବା ଯୁବକମାନେ ଘଟଣାସ୍ଥଲରୁ ଫେରାର ହୋଇ ଯାଇଥିବା ଜଣାପଡ଼ିଛି। ସ୍ଥାନୀୟଲୋକଙ୍କ ସହାୟତାରେ ନିଆଁ ଲିଭାଇ ଗୁରୁତର ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସରେ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବରପାଇ ଘଟଣା ସ୍ଥଳରେ ବଳଙ୍ଗା ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ସ୍କୁଲ୍ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି: ରାଜ୍ୟ ବିଜେପି ସରକାରଙ୍କୁ ତୀବ୍ର ସମାଲୋଚନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

19 Jul 2025 By The Sakala

ଯୁକ୍ତ ୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଜଣ ଦୁର୍ବୃତ୍ତ…

ପୁରୀ: ପୁରୀ ଜିଲ୍ଲା ନିମାପଡା ବଳଙ୍ଗା ବାଇଆବର ଅଞ୍ଚଳରେ ଚାଞ୍ଚଲ୍ୟ। ଯୁକ୍ତ ୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଜଣ ଦୁର୍ବୃତ୍ତ । ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ଛାତ୍ରୀଙ୍କୁ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ କରିଥିଲେ। ନିଆଁ ଲଗାଇଥିବା ଯୁବକମାନେ ଘଟଣାସ୍ଥଲରୁ ଫେରାର ହୋଇ ଯାଇଥିବା ଜଣାପଡ଼ିଛି। ସ୍ଥାନୀୟଲୋକଙ୍କ ସହାୟତାରେ ନିଆଁ ଲିଭାଇ ଗୁରୁତର ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସରେ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବରପାଇ ଘଟଣା ସ୍ଥଳରେ ବଳଙ୍ଗା ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର