ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ

The Sakala Picture
Published On

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହେବ । ଭାଦ୍ରବ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କ ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କ ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ  । ପ୍ରାୟ ୪ ଫୁଟ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନସ୍ଥ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର […]

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହେବ । ଭାଦ୍ରବ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କ ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କ ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ  । ପ୍ରାୟ ୪ ଫୁଟ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନସ୍ଥ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଏବଂ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ଯ ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ପିଏମଜିଏସୱାଇ ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା; ହାତ ମାରିଲେ ଉଠୁଛି ପିଚୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp