ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

The Sakala Picture
Published On

ଭୁବନେଶ୍ବର: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ନିତୀ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି […]

ଭୁବନେଶ୍ବର: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ନିତୀ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟା ରୁ ରାତ୍ର ୯ ଘଟିକା ପର୍ଯ୍ଯନ୍ତ ପ୍ରାୟ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

09 Nov 2022 By The Sakala

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଭୁବନେଶ୍ବର: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ନିତୀ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟା ରୁ ରାତ୍ର ୯ ଘଟିକା ପର୍ଯ୍ଯନ୍ତ ପ୍ରାୟ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ।

https://www.thesakala.in/latest-odisha-news/puri/today-lord-jagannaths-special-ritual-banakalagi-niti/article-16408
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର