By
The Sakala
ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି।

About The Author: The Sakala