ଆଜି ମହାପ୍ରଭୁଙ୍କ ଖସାପଡା ଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

The Sakala Picture
Published On

ପୁରୀ : ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି। ନୀତି ପାଇଁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ […]

ପୁରୀ : ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି। ନୀତି ପାଇଁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାଆନ୍ତି।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର