ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡିଯାଇ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ : ବ୍ଲୁ ଫ୍ଲାଗ ବିଚ୍‌ରେ ଅଘଟଣ। ପୁରୀ ସମୁଦ୍ରରେ ଗାଧୋଉଥିବାବେଳେ ବୁଡିଯାଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ବ୍ଲୁ ଫ୍ଲାଗ ବିଚ ବେଳାଭୂମିରେ ସ୍ନାନ କରୁଥିବା ବେଳେ ପର୍ଯ୍ୟଟକ ଜଣଙ୍କ ଭିତରକୁ ଚାଲି ଯାଇଥିବା ନଜରକୁ ଆସିଥିଲା।ତେବେ ତାକୁ ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଉଦ୍ଧାର କରିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।ପର୍ଯ୍ୟଟକଙ୍କ ପରିଚୟ ମିଳି ନଥିବା ବେଳେ ପୁଲିସ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।

ପୁରୀ : ବ୍ଲୁ ଫ୍ଲାଗ ବିଚ୍‌ରେ ଅଘଟଣ। ପୁରୀ ସମୁଦ୍ରରେ ଗାଧୋଉଥିବାବେଳେ ବୁଡିଯାଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।

ବ୍ଲୁ ଫ୍ଲାଗ ବିଚ ବେଳାଭୂମିରେ ସ୍ନାନ କରୁଥିବା ବେଳେ ପର୍ଯ୍ୟଟକ ଜଣଙ୍କ ଭିତରକୁ ଚାଲି ଯାଇଥିବା ନଜରକୁ ଆସିଥିଲା।ତେବେ ତାକୁ ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଉଦ୍ଧାର କରିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।ପର୍ଯ୍ୟଟକଙ୍କ ପରିଚୟ ମିଳି ନଥିବା ବେଳେ ପୁଲିସ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।

About The Author: The Sakala