ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ପର୍ଯ୍ୟଟକ, ୨ମୃତ ଓ ଜଣେ ଗୁରୁତର

The Sakala Picture
Published On

ପୁରୀ: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଅଘଟଣ। ପଶ୍ଚିମବଙ୍ଗରୁ ଆସିଥିବା ପର୍ଯ୍ୟଟକ ସମୁଦ୍ରର ୧୩ ନମ୍ବର ଯୋନ ଅଞ୍ଚଳରେ ଗାଧୋଇବା ବେଳେ ଲହଡ଼ିରେ ଭାସି ଯାଇଥିଲେ । ଅଗ୍ନିଶମ ବିଭାଗ ଓ ଲାଇଫ ଗାର୍ଡ ସହାୟତାରେ ସଙ୍ଗେସଙ୍ଗେ ଉଦ୍ଧାର କାର୍ଯ୍ୟ କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସମସ୍ତେ ହାଉଡା ଅଞ୍ଚଳର ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ପବିତ୍ର ନବଯୌବନ ଦର୍ଶନ, ଦୀର୍ଘ ୧୪ ଦିନ ପରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଦର୍ଶନ କରିବେ ଶ୍ରଦ୍ଧାଳୁ

03 May 2023 By The Sakala

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ପର୍ଯ୍ୟଟକ, ୨ମୃତ ଓ ଜଣେ ଗୁରୁତର

ପୁରୀ: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଅଘଟଣ। ପଶ୍ଚିମବଙ୍ଗରୁ ଆସିଥିବା ପର୍ଯ୍ୟଟକ ସମୁଦ୍ରର ୧୩ ନମ୍ବର ଯୋନ ଅଞ୍ଚଳରେ ଗାଧୋଇବା ବେଳେ ଲହଡ଼ିରେ ଭାସି ଯାଇଥିଲେ । ଅଗ୍ନିଶମ ବିଭାଗ ଓ ଲାଇଫ ଗାର୍ଡ ସହାୟତାରେ ସଙ୍ଗେସଙ୍ଗେ ଉଦ୍ଧାର କାର୍ଯ୍ୟ କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସମସ୍ତେ ହାଉଡା ଅଞ୍ଚଳର ବୋଲି ଜଣାପଡିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର