ଭୁବନେଶ୍ବର: ଆର୍. ସନ୍ଥଗୋପାଳନ ହେଲେ ନୂଆ ସିଇଓ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ ହେଲେ ସନ୍ଥଗୋପାଳନ। ୨୦୦୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ସନ୍ଥଗୋପାଳନ। ସନ୍ଥଗୋପାଳନଙ୍କ ନିଯୁକ୍ତି ନେଇ ଇସିଆଇ ଅଫିସ୍ରୁ ଚିଠି।
ଆର୍.ସନ୍ଥଗୋପାଳନ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ