ଆଜିଠୁ ଶ୍ରୀମନ୍ଦିରରେ ବାଳଧୂପ ଓ ରାଧାଦାମୋଦର ବେଶ

The Sakala Picture
Published On

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଓ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ମାସରେ ଶ୍ରୀଜୀଉ ମାନଙ୍କ ରାଧା ଦାମୋଦର ବେଶ ହୋଇଥାଏ ।  ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ। ସକାଳଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ। ବାଳଧୂପ ସମୟରେ ପରମ୍ପରା ଅନୁଯାୟୀ […]

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଓ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ମାସରେ ଶ୍ରୀଜୀଉ ମାନଙ୍କ ରାଧା ଦାମୋଦର ବେଶ ହୋଇଥାଏ ।  ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ସକାଳଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ। ବାଳଧୂପ ସମୟରେ ପରମ୍ପରା ଅନୁଯାୟୀ ବଡ଼ଛତା ମଠ ତରଫରୁ ବାଦ୍ୟ, ପାରମ୍ପରିକ ସଙ୍ଗୀତ ଗାନ ସମେତ ରାଧାକାନ୍ତ ମଠ ତରଫରୁ ସଂକୀର୍ତ୍ତନ କରାଯାଇଥାଏ।ଯେଉଁଥି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଖାସ୍‌ କରି ମହାପ୍ରଭୁଙ୍କ ବିଧି କିପରି ସୁରୁଖୁରୁରେ ହେବ । ସେଦିଗରେ ବିଶେଷ ଧ୍ୟାନ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର