ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜେପି

The Sakala Picture
Published On

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା । ସେପଟେ କଂଗ୍ରେସ ପ୍ରାର୍ଥୀ […]

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସେପଟେ କଂଗ୍ରେସ ପ୍ରାର୍ଥୀ ଚୟନ ରେସରେ ଆଗରେ ଅଛନ୍ତି ଦଳର ବରିଷ୍ଠ ନେତା କିଶୋର ପଟେଲ। ତାଙ୍କୁ ପ୍ରାର୍ଥୀ ପାଇଁ ଦଳ ଚୂଡ଼ାନ୍ତ କରିଥିବା କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି । ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର କିଏ ପ୍ରାର୍ଥୀ ହେବେ ସେନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

08 May 2022 By The Sakala

ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜେପି

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା ।

ସେପଟେ କଂଗ୍ରେସ ପ୍ରାର୍ଥୀ ଚୟନ ରେସରେ ଆଗରେ ଅଛନ୍ତି ଦଳର ବରିଷ୍ଠ ନେତା କିଶୋର ପଟେଲ। ତାଙ୍କୁ ପ୍ରାର୍ଥୀ ପାଇଁ ଦଳ ଚୂଡ଼ାନ୍ତ କରିଥିବା କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି । ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର କିଏ ପ୍ରାର୍ଥୀ ହେବେ ସେନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ ।

https://www.thesakala.in/latest-odisha-news/radharani-panda-became-the-bjp-candidate-for-brajrajnagar-byelection/article-11395
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର