ବିଜେଡିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ

Madhusudan Das Picture
Published On

ଭୁବନେଶ୍ୱର: ଦୁଇ ନେତାଙ୍କ ଘର ବାହୁଡ଼ା । ବିଜେଡିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । ଶଙ୍ଖ ଭବନରେ ଦଳର ବରିଷ୍ଠ ଉପସଭାପତି ଦେବୀ ମିଶ୍ର, ଉପସଭାପତି ପ୍ରଣବ ପ୍ରକାଶ ଦାସ ଓ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ପୁଣିଥରେ ସାମିଲ୍ ହୋଇଛନ୍ତି। ପୂର୍ବରୁ ବିଜେଡି ଟିକେଟରେ ଜୀବନ ପ୍ରଦୀପ ଦାସ ବାଲେଶ୍ୱରରୁ ବିଧାୟକ ନିର୍ବାଚିତ ହୋଇଥିଲେ । ସେହିପରି ପୂର୍ବତନ ବସ୍ତା ବିଧାୟକ ରଘୁନାଥ ମହାନ୍ତି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଥିଲେ । ଶେଷ ଥର ପାଇଁ ସେ ଆଇନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଦୁଇ ନେତାଙ୍କ ଆଗମନ ପରେ ବାଲେଶ୍ଵରରେ ବିଜେଡି ଆହୁରି ମଜବୁତ ହେବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । 

ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ ପରିସର; ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୨୫ରୁ ଉର୍ଦ୍ଧ୍ୱ ଛାତ୍ର ଆହତ

25 Mar 2026 By Madhusudan Das

ବିଜେଡିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର: ଦୁଇ ନେତାଙ୍କ ଘର ବାହୁଡ଼ା । ବିଜେଡିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । ଶଙ୍ଖ ଭବନରେ ଦଳର ବରିଷ୍ଠ ଉପସଭାପତି ଦେବୀ ମିଶ୍ର, ଉପସଭାପତି ପ୍ରଣବ ପ୍ରକାଶ ଦାସ ଓ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ପୁଣିଥରେ ସାମିଲ୍ ହୋଇଛନ୍ତି। ପୂର୍ବରୁ ବିଜେଡି ଟିକେଟରେ ଜୀବନ ପ୍ରଦୀପ ଦାସ ବାଲେଶ୍ୱରରୁ ବିଧାୟକ ନିର୍ବାଚିତ ହୋଇଥିଲେ । ସେହିପରି ପୂର୍ବତନ ବସ୍ତା ବିଧାୟକ ରଘୁନାଥ ମହାନ୍ତି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଥିଲେ । ଶେଷ ଥର ପାଇଁ ସେ ଆଇନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଦୁଇ ନେତାଙ୍କ ଆଗମନ ପରେ ବାଲେଶ୍ଵରରେ ବିଜେଡି ଆହୁରି ମଜବୁତ ହେବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର