ରଘୁରାମ ମାଛ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର : କୋରାପୁଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲମତାପୁଟ ବ୍ଲକର ରଘୁରାମ ମାଛଙ୍କୁ ବିଜୁ ଜନତା ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ଏକ ପ୍ରେସ ବିବୃତିରେ ଏ ସମ୍ପର୍କରେ ସୂଚନା ଦେବା ସହ ଏହାକୁ ତତ୍‍କ୍ଷଣାତ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି।

About The Author: The Sakala