ଫେରିବ ‘ରାହାଗିରି’, ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

The Sakala Picture
Published On

ଭୁବନେଶ୍ବର: ରାଜଧାନୀକୁ ପୁଣି ଫେରିବ ରାହାଗିରି। ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ । ଡିସେମ୍ବର ୧୦ ରବିବାର ଏବଂ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତିନୋଟି ଜୋନରେ ତିନୋଟି ରାହାଗିରି କରାଯିବ।   ରାହାଗିରି ପାଇଁ କମିଟି ଗଠନ କରିବ BMC। ରାହାଗିରିରେ ୩ଟି ନୂଆଁନୂଆଁ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। କମିଟି ନିଷ୍ପତି କ୍ରମେ କାର୍ଯ୍ୟକ୍ରମ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ ।

ଆହୁରି ପଢ଼ନ୍ତୁ: ଆତଙ୍କିତ ହେବାର ଆବଶ୍ୟକତା ନାହିଁ, କୋଭିଡ୍ ବର୍ତ୍ତମାନ ସାଧାରଣ ଫ୍ଲୁ ଭଳି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

20 Nov 2023 By The Sakala

ଫେରିବ ‘ରାହାଗିରି’, ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

ଭୁବନେଶ୍ବର: ରାଜଧାନୀକୁ ପୁଣି ଫେରିବ ରାହାଗିରି। ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ । ଡିସେମ୍ବର ୧୦ ରବିବାର ଏବଂ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତିନୋଟି ଜୋନରେ ତିନୋଟି ରାହାଗିରି କରାଯିବ।   ରାହାଗିରି ପାଇଁ କମିଟି ଗଠନ କରିବ BMC। ରାହାଗିରିରେ ୩ଟି ନୂଆଁନୂଆଁ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। କମିଟି ନିଷ୍ପତି କ୍ରମେ କାର୍ଯ୍ୟକ୍ରମ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର