ରାହୁଲକୁ ଉଦ୍ଧାର କରିଥିବା ସମସ୍ତ ଅଧିକାରୀଙ୍କୁ ଶୁଭେଛା ଜଣାଇବା ସହ ରାହୁଲର ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ୧୦୪ ଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ଗତକାଲି ରାତିରେ ବୋରଓ୍ୱେଲରୁ ଉଦ୍ଧାର ହୋଇଥିଲା ରାହୁଲ । ବୋରଓ୍ୱେଲରୁ ରାହୁଲକୁ ଉଦ୍ଧାର ପ୍ରକ୍ରିୟାରେ ପ୍ରମୁଖ ଭୂମିକା ତୁଲାଇଥିଲେ ଏନଡିଆରଏଫ, ଏସଡିଆରଏଫ, ଭାରତୀୟ ସେନା ଓ ସ୍ଥାନୀୟ ପ୍ରଶାସନ । ଏହି ରେସ୍କ୍ୟୁ ଅପରେସନରେ ମୁଖ୍ୟ ଭୂମିକା ତୁଲାଇଥିବା ସମସ୍ତ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। CM @Naveen_Odisha commended the role of Indian Army @adgpi, @NDRFHQ, SDRF and other agencies […]

ଭୁବନେଶ୍ୱର: ୧୦୪ ଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ଗତକାଲି ରାତିରେ ବୋରଓ୍ୱେଲରୁ ଉଦ୍ଧାର ହୋଇଥିଲା ରାହୁଲ । ବୋରଓ୍ୱେଲରୁ ରାହୁଲକୁ ଉଦ୍ଧାର ପ୍ରକ୍ରିୟାରେ ପ୍ରମୁଖ ଭୂମିକା ତୁଲାଇଥିଲେ ଏନଡିଆରଏଫ, ଏସଡିଆରଏଫ, ଭାରତୀୟ ସେନା ଓ ସ୍ଥାନୀୟ ପ୍ରଶାସନ । ଏହି ରେସ୍କ୍ୟୁ ଅପରେସନରେ ମୁଖ୍ୟ ଭୂମିକା ତୁଲାଇଥିବା ସମସ୍ତ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: କରମା ପୂଜା ପାଇଁ ବାଲି ଆଣିବାକୁ ଯାଇଥିଲେ, ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ


ଟ୍ୱିଟ୍ କରି ସମସ୍ତଙ୍କ କାର୍ଯ୍ଯକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ ଟ୍ୱିଟରେ ଲେଖିଛନ୍ତି କି ୧୦୦ ଘଣ୍ଟାରୁ ଅଧିକ ସମୟର ଅପରେସନ ପରେ ଛତିଶଗଡ଼ର ଏକ ବୋରଓ୍ୱେଲରୁ ରାହୁଲ ସାହୁଙ୍କୁ ସଫଳ ଉଦ୍ଧାର ପାଇଁ ଭାରତୀୟ ସେନା, ଏନଡିଆରଏଫ, ଏସଡିଆରଏଫ ଓ ଅନ୍ୟାନ୍ୟ ସବୁ ବିଭାଗକୁ ଶୁଭେଚ୍ଛା ଜଣାଇଛନ୍ତି । ଏହା ସହ ରାହୁଲର ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର