ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

The Sakala Picture
Published On

ଭୁବନେଶ୍ବର: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ପ୍ରସ୍ତୁତ ହେବ । ଦିଲ୍ଲୀରେ ୫ ଜଣ ବିଧାୟକ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିଥିବା ବେଳେ ଶେଷ ସପ୍ତାହରେ ଆସିବାକୁ ସହମତି ପ୍ରକାଶ କରିଛନ୍ତି । ୪ ଟି ଜୋନରେ ବୈଠକ କରିବାକୁ ପ୍ରସ୍ତାବ […]

ଭୁବନେଶ୍ବର: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ପ୍ରସ୍ତୁତ ହେବ । ଦିଲ୍ଲୀରେ ୫ ଜଣ ବିଧାୟକ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିଥିବା ବେଳେ ଶେଷ ସପ୍ତାହରେ ଆସିବାକୁ ସହମତି ପ୍ରକାଶ କରିଛନ୍ତି । ୪ ଟି ଜୋନରେ ବୈଠକ କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ। ରାହୁଲଙ୍କ ସହ ଆଲୋଚନା କାଳରେ ରାଜ୍ୟ କଂଗ୍ରେସ ସଙ୍ଗଠନ ନେଇ ବି ବିସ୍ତୃତ ଆଲୋଚନା ହୋଇଛି। ଏ ନେଇ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

25 Aug 2023 By The Sakala

ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ବର: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ପ୍ରସ୍ତୁତ ହେବ । ଦିଲ୍ଲୀରେ ୫ ଜଣ ବିଧାୟକ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିଥିବା ବେଳେ ଶେଷ ସପ୍ତାହରେ ଆସିବାକୁ ସହମତି ପ୍ରକାଶ କରିଛନ୍ତି । ୪ ଟି ଜୋନରେ ବୈଠକ କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ। ରାହୁଲଙ୍କ ସହ ଆଲୋଚନା କାଳରେ ରାଜ୍ୟ କଂଗ୍ରେସ ସଙ୍ଗଠନ ନେଇ ବି ବିସ୍ତୃତ ଆଲୋଚନା ହୋଇଛି। ଏ ନେଇ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/rahul-gandhi-will-come-to-odisha-in-october/article-24787
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର