ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ କୋରାପୁଟ, ରାୟଗଡ଼ା, ମାଲକାନାଗିରି, ଗଜପତି, ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ କୋରାପୁଟ, ରାୟଗଡ଼ା, ମାଲକାନାଗିରି, ଗଜପତି, ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

 

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର