ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ  ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ମାଲକାନାଗିରି, କୋରାପୁଟ, ରାୟଗଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼। ସେହିପରି  ଅନୁଗୁଳ ଓ ବୌଦ୍ଧ, ଭଦ୍ରକ, ବରଗଡ଼, ବାଲେଶ୍ବର, କଟକ, ଢେଙ୍କାନାଳ, ଗଞ୍ଜାମ, […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ  ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ମାଲକାନାଗିରି, କୋରାପୁଟ, ରାୟଗଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସେହିପରି  ଅନୁଗୁଳ ଓ ବୌଦ୍ଧ, ଭଦ୍ରକ, ବରଗଡ଼, ବାଲେଶ୍ବର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ପୁରୀ ଓ ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

27 Jun 2024 By The Sakala

ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ  ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ମାଲକାନାଗିରି, କୋରାପୁଟ, ରାୟଗଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼।

ସେହିପରି  ଅନୁଗୁଳ ଓ ବୌଦ୍ଧ, ଭଦ୍ରକ, ବରଗଡ଼, ବାଲେଶ୍ବର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ପୁରୀ ଓ ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/rain-and-thunder-yellow-and-orange-warning-has-been-issued-to-various-dists/article-33220
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର