ରାଜ୍ୟରେ ଆଜି ୯ ଜିଲ୍ଲାରେ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ବଜ୍ରପାତ ପାଇଁ ଏହି ଜିଲ୍ଲାଗୁଡ଼ିକରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ଆହୁରି ପଢ଼ନ୍ତୁ: ପିସିଆର କର୍ମଚାରୀଙ୍କ ପାଇଁ ନିୟମ କଡ଼ାକଡ଼ି: ଖିଲାପ କଲେ ସସପେଣ୍ଡ ଓ ଡିସଚାର୍ଜ ସହ ଜେଲ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp