ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି…

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଓ କଟକ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଓ କଟକ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି,  ସୋନପୁର, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ପୁରୀ, ମାଲକାନାଗିରି, ସମ୍ବଲପୁର ଓ ଦେବଗଡ ଆଦି ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

22 Mar 2025 By The Sakala

ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଓ କଟକ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି,  ସୋନପୁର, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ପୁରୀ, ମାଲକାନାଗିରି, ସମ୍ବଲପୁର ଓ ଦେବଗଡ ଆଦି ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/rain-thunder-lighting-yellow-and-orange-alert-has-been-issued-various-dists/article-39488
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର