ରାଜ୍ୟରେ ୨୭ ଯାଏଁ ଜାରି ରହିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି…

The Sakala Picture
Published On

ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେଉଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼। ସେହିପରି ପ୍ରବଳ ବର୍ଷା ନେଇ […]

ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେଉଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼। ସେହିପରି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

24 Aug 2025 By The Sakala

ରାଜ୍ୟରେ ୨୭ ଯାଏଁ ଜାରି ରହିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି…

ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେଉଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼। ସେହିପରି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର