ମନୋରଞ୍ଜନ
ଓଡ଼ିଶା
ପାଣିପାଗ ବିଭାଗ ସୂଚନା, ରାଜ୍ୟରେ ଆସନ୍ତା ୧୭ରୁ ବଢିବ ବର୍ଷାର ପରିମାଣ
ଭୁବନେଶ୍ୱର : ରଜ ପରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଜୁନ୍ ୧୭ ତାରିଖରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । #TS, #Lightning, #Wind, #HeavyRainfall Warning for Day-1 to Day-5 pic.twitter.com/jJw6mXzHmT — Meteorological Centre, Bhubaneswar (@mcbbsr) June 14, 2024 […]
ଭୁବନେଶ୍ୱର : ରଜ ପରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଜୁନ୍ ୧୭ ତାରିଖରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
#TS, #Lightning, #Wind, #HeavyRainfall Warning for Day-1 to Day-5 pic.twitter.com/jJw6mXzHmT
ଆହୁରି ପଢ଼ନ୍ତୁ: ରାତି ପାହିଲେ ବିଶ୍ଵନିୟନ୍ତାଙ୍କ ଘୋଷଯାତ୍ରା: ସଜେଇ ହୋଇଛି ପୁରୀ ବଡଦାଣ୍ଡ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି— Meteorological Centre, Bhubaneswar (@mcbbsr) June 14, 2024
କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାରେ ବର୍ଷା ହେବ । ୧୮ରୁ ୧୯ ତାରିଖ ମଧ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷିବ । ତେବେ ୧୬ ତାରିଖ ଯାଏଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗରମ ଓ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିବ । ମୋୖସୁମୀ ବର୍ତ୍ତମାନ କୋରାପୁଟ ଜିଲ୍ଲାରେ ସକ୍ରିୟ ରହିଥିବା ବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବା ସମ୍ଭାବନା ରହିଛି।
ପାଣିପାଗ ବିଭାଗ ସୂଚନା, ରାଜ୍ୟରେ ଆସନ୍ତା ୧୭ରୁ ବଢିବ ବର୍ଷାର ପରିମାଣ
ଭୁବନେଶ୍ୱର : ରଜ ପରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଜୁନ୍ ୧୭ ତାରିଖରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
#TS, #Lightning, #Wind, #HeavyRainfall Warning for Day-1 to Day-5 pic.twitter.com/jJw6mXzHmT
— Meteorological Centre, Bhubaneswar (@mcbbsr) June 14, 2024