ଆଗାମୀ ୨ରୁ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା : ଗୋଟିଏ ଜିଲ୍ଲାକୁ ରେଡ୍‌ ଓ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ଆଗାମୀ ୨ରୁ ୩ ଘଣ୍ଟା ମଧ୍ୟରେ ବର୍ଷା-ବଜ୍ରପାତ ସହ ପବନ ନେଇ ସତର୍କ କରିଛି ପାଣିପାଗ ବିଭାଗ। ଆଗାମୀ ଦୁଇ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲାର କିଛି ଅଂଶରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପବନର ବେଗ ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆଗାମୀ […]

ଭୁବନେଶ୍ବର : ଆଗାମୀ ୨ରୁ ୩ ଘଣ୍ଟା ମଧ୍ୟରେ ବର୍ଷା-ବଜ୍ରପାତ ସହ ପବନ ନେଇ ସତର୍କ କରିଛି ପାଣିପାଗ ବିଭାଗ। ଆଗାମୀ ଦୁଇ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲାର କିଛି ଅଂଶରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପବନର ବେଗ ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଅସହ୍ୟ ହେଲା ମାଆର ନିର୍ଯାତନା; ଚାଉଳ ପୋକମରା ଔଷଧ ଖାଇ ଜୀବନ ହାରିଲା ଝିଅ

ସେହିପରି ଆଗାମୀ ଦୁଇ ରୁ ତିନିଘଣ୍ଟା ଭିତରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପବନର ବେଗ ୫୦ରୁ ୬୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ଫ୍ଲାଏ ଆସ ପରିବହନ ବିବାଦରୁ ହତ୍ୟାକାଣ୍ଡ: ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟ ଜାଳିଲେ ଉତ୍ତ୍ୟକ୍ତ ଲୋକେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର