ପୁଣି ରାଜ୍ୟକୁ ଫେରିବ ବର୍ଷା, ଆସନ୍ତା ୧୧ ଓ ୧୨ ତାରିଖରେ ବିକ୍ଷିପ୍ତ ବର୍ଷା ହେବା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ପୁଣି ରାଜ୍ୟକୁ ଫେରିବ ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ହେବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର […]

ଭୁବନେଶ୍ୱର: ପୁଣି ରାଜ୍ୟକୁ ଫେରିବ ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ହେବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ଉପରେ ପୁଲିସର ଦମନଲୀଳାକୁ ବିଜେଡି ସାଂସଦଙ୍କ ତୀବ୍ର ନିନ୍ଦା

ଏଥିସହିତ ଆଗାମୀ ଦୁଇ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଏହାର ୩ ଦିନ ପରେ ପୁଣି ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ୨-୩ ଡିଗ୍ରୀ ବଢ଼ିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ହୋଇଥÒବା େବଳେ ବାକି ଜିଲ୍ଲାରେ ପାଗ ସାଧାରଣତଃ ଶୁଖିଲା ରହିଥିଲା।

ଆହୁରି ପଢ଼ନ୍ତୁ: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ବାହୁଡା ଯାତ୍ରା: ଆଜି ଗଡିବ ନନ୍ଦିଘୋଷ ଓ ଦର୍ପଦଳନ ରଥ

09 Feb 2024 By The Sakala

ପୁଣି ରାଜ୍ୟକୁ ଫେରିବ ବର୍ଷା, ଆସନ୍ତା ୧୧ ଓ ୧୨ ତାରିଖରେ ବିକ୍ଷିପ୍ତ ବର୍ଷା ହେବା ସମ୍ଭାବନା

ଭୁବନେଶ୍ୱର: ପୁଣି ରାଜ୍ୟକୁ ଫେରିବ ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ହେବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହିତ ଆଗାମୀ ଦୁଇ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଏହାର ୩ ଦିନ ପରେ ପୁଣି ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ୨-୩ ଡିଗ୍ରୀ ବଢ଼ିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ହୋଇଥÒବା େବଳେ ବାକି ଜିଲ୍ଲାରେ ପାଗ ସାଧାରଣତଃ ଶୁଖିଲା ରହିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର