କାଳବୈଶାଖୀ ପ୍ରଭାବରେ ଟ୍ୱିନସିଟିର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା

Madhusudan Das Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ଓ କଟକରେ କାଳବୈଶାଖୀର ତାଣ୍ତବ। ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ପବନ ଆଉ କୁଆପଥର ବର୍ଷା ହୋଇଛି । ପାହାଳ, ରସୁଲଗଡ଼ ସହ ଏକାଧିକ ଜାଗାରେ କୁଆପଥର ମାଡ଼ । ସେପଟେ କଟକରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି । ଟ୍ବିନସିଟିରେ ଏବେ କାଳବେଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେଉଥିବାବେଳେ ରାଜ୍ୟର ୪ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ସତର୍କତା ଜାରି କରାଯାଇଛି । କଟକ, ପୁରୀ, ଖୋର୍ଦ୍ଧା ଆଉ ଜଗତସିଂହପୁର ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ୪୦ରୁ ୫୦ କିମି ବେଗରେ ପବନ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ । 

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର