ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ (ପିଏଚଡ଼ି) ଏଷ୍ଟିମେଟର

The Sakala Picture
Published On

ରାୟଗଡା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର । ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଝଞ୍ଜାବତୀ ନଦୀରେ ଥିବା ପମ୍ପ୍ ହାଉସ୍ ମରାମତି ବାବଦର ଏଷ୍ଟିମେଟ୍ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଲାଞ୍ଚ ନେଉଥିଲେ । ଖବର ଅନୁଯାୟୀ, ଗତ ଫେବୃୟାରୀ ମାସରେ ଏହାର ମରାମତି କାର୍ଯ୍ୟ […]

ରାୟଗଡା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର । ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଝଞ୍ଜାବତୀ ନଦୀରେ ଥିବା ପମ୍ପ୍ ହାଉସ୍ ମରାମତି ବାବଦର ଏଷ୍ଟିମେଟ୍ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଲାଞ୍ଚ ନେଉଥିଲେ ।

ଆହୁରି ପଢ଼ନ୍ତୁ: ରାସ୍ତାରେ କଥା ହେଉଥିବା ବେଳେ ଜବରଦସ୍ତି ବିବାହ କରାଇଦେଲେ ସ୍ଥାନୀୟ ଲୋକେ, ଉଭୟ ଥାନାରେ ଅଟକ

ଖବର ଅନୁଯାୟୀ, ଗତ ଫେବୃୟାରୀ ମାସରେ ଏହାର ମରାମତି କାର୍ଯ୍ୟ ହୋଇଥିବା ବେଳେ ଏଷ୍ଟିମେଟ୍ କରିବା ପାଇଁ ବାରମ୍ବାର ଲାଞ୍ଚ ମାଗିବାରୁ ଠିକାଦାର ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଆଜି ଏଷ୍ଟିମେଟ୍‌ର ରମାକାନ୍ତ ମଲ୍ଲିକ ନିଜ ପ୍ରକୋଷ୍ଠରେ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ଏହାପରେ ସିରିକଣା ସ୍ଥିତ ତାଙ୍କ ଭଡା ଘରେ ମଧ୍ୟ ଚଢ଼ାଉ କରିଥିଲେ ।

ଆହୁରି ପଢ଼ନ୍ତୁ: ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା; ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp