ଚଳିତ ବର୍ଷ ସଂଗ୍ରହ ହୋଇଛି ରେକର୍ଡ ସଂଖ୍ଯକ ଧାନ- ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

The Sakala Picture
Published On

ଭୁବନେଶ୍ବର: ବଜେଟ ଅଧିବେଶନର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉତ୍ତର ରଖିଛନ୍ତି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଗତବର୍ଷ ୪୫.୬୧ ଲକ୍ଷ ଟନ୍ ମେଟ୍ରିକ ଟନ୍ ସଂଗ୍ରହ ହୋଇଥିଲା । ଗତବର୍ଷ ଅପେକ୍ଷା ଏଯାଏଁ ୨୧ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି । ମାର୍ଚ୍ଚ […]

ଭୁବନେଶ୍ବର: ବଜେଟ ଅଧିବେଶନର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉତ୍ତର ରଖିଛନ୍ତି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଖୁବ୍‌ଶୀଘ୍ର ସ୍ଲଟ୍‌ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା: ଆଇନ ମନ୍ତ୍ରୀ

ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଗତବର୍ଷ ୪୫.୬୧ ଲକ୍ଷ ଟନ୍ ମେଟ୍ରିକ ଟନ୍ ସଂଗ୍ରହ ହୋଇଥିଲା । ଗତବର୍ଷ ଅପେକ୍ଷା ଏଯାଏଁ ୨୧ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି । ମାର୍ଚ୍ଚ ୩୧ ଧାନ କିଣାର ଶେଷ ତାରିଖ ରହିଥିବା ବେଳେ ଆଗକୁ ଆହୁରି ଧାନ କିଣାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେପିକୁ ବିଜେଡିର ସିଧା ପ୍ରଶ୍ନ: ଓଡ଼ିଶାର ପ୍ରତିନିଧିତ୍ୱ ହ୍ରାସ ପ୍ରସଙ୍ଗରେ ନିରବ କାହିଁକି ?

ତେବେ ମନ୍ତ୍ରୀ ଗୃହରେ ଉତ୍ତର ରଖୁଥିବା ବେଳେ ବିରୋଧୀ ହୋ ହାଲ୍ଲା ବନ୍ଦ କରି ନ ଥିଲେ । ବାଚସ୍ପତିଙ୍କ ପୋଡିୟମ ପାଖରେ ଲଗାତାର ନାରାବାଜି କରିବାରୁ ଗୃହକୁ ଅପରାହ୍ନ ୪ଟା ଯାଏଁ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର ମୁଲତବୀ କରିଛନ୍ତି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

20 Feb 2021 By The Sakala

ଚଳିତ ବର୍ଷ ସଂଗ୍ରହ ହୋଇଛି ରେକର୍ଡ ସଂଖ୍ଯକ ଧାନ- ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ବର: ବଜେଟ ଅଧିବେଶନର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉତ୍ତର ରଖିଛନ୍ତି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଗତବର୍ଷ ୪୫.୬୧ ଲକ୍ଷ ଟନ୍ ମେଟ୍ରିକ ଟନ୍ ସଂଗ୍ରହ ହୋଇଥିଲା । ଗତବର୍ଷ ଅପେକ୍ଷା ଏଯାଏଁ ୨୧ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି । ମାର୍ଚ୍ଚ ୩୧ ଧାନ କିଣାର ଶେଷ ତାରିଖ ରହିଥିବା ବେଳେ ଆଗକୁ ଆହୁରି ଧାନ କିଣାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ତେବେ ମନ୍ତ୍ରୀ ଗୃହରେ ଉତ୍ତର ରଖୁଥିବା ବେଳେ ବିରୋଧୀ ହୋ ହାଲ୍ଲା ବନ୍ଦ କରି ନ ଥିଲେ । ବାଚସ୍ପତିଙ୍କ ପୋଡିୟମ ପାଖରେ ଲଗାତାର ନାରାବାଜି କରିବାରୁ ଗୃହକୁ ଅପରାହ୍ନ ୪ଟା ଯାଏଁ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର ମୁଲତବୀ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର