ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

Madhusudan Das Picture
Published On

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶ୍ରୀକ୍ଷେତ୍ରରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ । ମଧ୍ୟାହ୍ନ ଧୂପ ବଢିବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତମାନେ ରଥଖଳା ଠାରେ ପହଞ୍ଚିବା ପରେ ସେଠାରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ କରିଥିଲେ। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ଵକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟ ର ଅନୁକୂଳ କରାଯାଇଥିଲା। ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେ ନେଇ ସମସ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

ଆହୁରି ପଢ଼ନ୍ତୁ: ଧର୍ମ ପରିବର୍ତ୍ତନ କରିଥିବାରୁ ଶବକୁ ମିଳୁନି ଶ୍ମଶାନ, ୩୬ ଘଣ୍ଟା ହେଲା ପଡ଼ିରହିଛି ମୃତଦେହ

20 Apr 2026 By Madhusudan Das

ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶ୍ରୀକ୍ଷେତ୍ରରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ । ମଧ୍ୟାହ୍ନ ଧୂପ ବଢିବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତମାନେ ରଥଖଳା ଠାରେ ପହଞ୍ଚିବା ପରେ ସେଠାରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ କରିଥିଲେ। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ଵକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟ ର ଅନୁକୂଳ କରାଯାଇଥିଲା। ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେ ନେଇ ସମସ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର