ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

E-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

Deviprasad Mohanty Picture
Published On

ଭୁବନେଶ୍ୱର : ଆସନ୍ତା ମାସରୁ ବନ୍ଦ ହୋଇଯିବ ଚାଉଳ। E-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହୋଇଯିବ ଚାଉଳ । କେନ୍ଦ୍ର ସରକାର E-KYC ପ୍ରକ୍ରିୟା ବନ୍ଦ କରିଦେଇଛନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଆହୁରି ପଢ଼ନ୍ତୁ: ଗୋ ତସ୍କର ଓ ଗଞ୍ଜେଇ ମାଫିଆ ନେଇ ମୟୂରଭଞ୍ଜର ୩ଟି ସ୍ଥାନରେ ଚଢାଉ

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରି ନ ଥିବା ଲୋକଙ୍କ ଚାଉଳ ପଠାଯାଉଛି । ତାକୁ ଖୁବଶୀଘ୍ର ବନ୍ଦ କରି ଦିଆଯିବ । ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ। ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ। ଯଦି କିଏ ବାଦ୍‌ ରହିଯାଇଥିବ, ତେବେ ସେମାନଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ତାପରେ ଯାଇ ଆମେ ସେମାନଙ୍କ କଥା ବିଚାର କରିବୁ ।

ଆହୁରି ପଢ଼ନ୍ତୁ: ପିଇବାକୁ ମିଳୁନି ଟୋପାଏ ପାଣି; ରାସ୍ତାରେ ଗରା, ବାଲ୍ଟି ରଖି ମହିଳାଙ୍କ ପ୍ରତିବାଦ, ଘଟଣା ସ୍ଥଳରେ ଉତ୍ତେଜନା

ସୂଚନାଯୋଗ୍ୟ ଯେ,  ରାସନ କାର୍ଡରେ ଥିବା କିମ୍ବା ପରିବାର ସମସ୍ତ ସଦସ୍ୟଙ୍କ ଆଉ ଥରେ କେଓ୍ୱାଇସି କରିବା ବାଧ୍ୟତାମୂଳକ ଥିଲା । ହେଲେ ଧାର୍ଯ୍ୟ ତାରିଖ ବିତିଯାଇଥିଲେ ମଧ୍ୟ ସଂପୂର୍ଣ୍ଣ ହୋଇପାରି ନ ଥିଲା E-KYC।  

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ଉଦଳାରେ ବାରଙ୍ଗ ପୋଲିସର ୪ ଜଣିଆ ଟିମ୍

14 Oct 2025 By Deviprasad Mohanty

E-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆସନ୍ତା ମାସରୁ ବନ୍ଦ ହୋଇଯିବ ଚାଉଳ। E-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହୋଇଯିବ ଚାଉଳ । କେନ୍ଦ୍ର ସରକାର E-KYC ପ୍ରକ୍ରିୟା ବନ୍ଦ କରିଦେଇଛନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରି ନ ଥିବା ଲୋକଙ୍କ ଚାଉଳ ପଠାଯାଉଛି । ତାକୁ ଖୁବଶୀଘ୍ର ବନ୍ଦ କରି ଦିଆଯିବ । ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ। ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ। ଯଦି କିଏ ବାଦ୍‌ ରହିଯାଇଥିବ, ତେବେ ସେମାନଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ତାପରେ ଯାଇ ଆମେ ସେମାନଙ୍କ କଥା ବିଚାର କରିବୁ ।

ସୂଚନାଯୋଗ୍ୟ ଯେ,  ରାସନ କାର୍ଡରେ ଥିବା କିମ୍ବା ପରିବାର ସମସ୍ତ ସଦସ୍ୟଙ୍କ ଆଉ ଥରେ କେଓ୍ୱାଇସି କରିବା ବାଧ୍ୟତାମୂଳକ ଥିଲା । ହେଲେ ଧାର୍ଯ୍ୟ ତାରିଖ ବିତିଯାଇଥିଲେ ମଧ୍ୟ ସଂପୂର୍ଣ୍ଣ ହୋଇପାରି ନ ଥିଲା E-KYC।  

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର