ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି: ଆଇନ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଜୁଲାଇ ୮ ତାରିଖ ଖୋଲିବ ନାହିଁ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇ ନାହାନ୍ତି ସରକାର। ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ନିଆଯାଇନି। ବିଶୃଙ୍ଖ ଳିତ ଭାବରେ ଜଣେ ଏଏସାଆଇ ଅଧିକାରୀ ଏ ବାବଦରେ ଭ୍ରାନ୍ତ ବିବୃତ୍ତି ଦେଇଛନ୍ତି। ତାଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ନେବେ। ରତ୍ନ ଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଅଛନ୍ତି। ରତ୍ନ ଭଣ୍ଡାର ଖୋଲିବା ବାବଦରେ ସରକାର ନିଷ୍ପତ୍ତି ନେବେ ବୋଲି […]

ଭୁବନେଶ୍ବର: ଜୁଲାଇ ୮ ତାରିଖ ଖୋଲିବ ନାହିଁ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇ ନାହାନ୍ତି ସରକାର। ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ନିଆଯାଇନି। ବିଶୃଙ୍ଖ ଳିତ ଭାବରେ ଜଣେ ଏଏସାଆଇ ଅଧିକାରୀ ଏ ବାବଦରେ ଭ୍ରାନ୍ତ ବିବୃତ୍ତି ଦେଇଛନ୍ତି। ତାଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ନେବେ। ରତ୍ନ ଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଅଛନ୍ତି। ରତ୍ନ ଭଣ୍ଡାର ଖୋଲିବା ବାବଦରେ ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ଆଜି ସକାଳେ ଜୁଲାଇ ୮ ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଡିବି ଗଡ଼ନାୟକଙ୍କ ସୂଚନା ଦେଇଥିଲେ। ରଥଯାତ୍ରା ପରଦିନ ଅର୍ଥାତ ୮ରେ ଖୋଲାଯିବ ରତ୍ନଭଣ୍ଡାର ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଖବର ଅନୁଯାୟୀ, ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଏହି ଲେଜର ସ୍କାନିଂରେ ରତ୍ନଭଣ୍ଡାର କାନ୍ଥରେ କ୍ରାକ୍‌ ରହିଥିବା ଜଣାପଡିଛି। ଏପରି ହୋଇଥିଲେ ପାଣି ଜକଉଥାଇପାରେ । ଏଣୁ ଏଏସ୍‌ଆଇ ଟିମ୍‌ ପ୍ରଥମେ ଅନୁଧ୍ୟାନ କରିବା ପରେ ରତ୍ନଭଣ୍ଡାର ମରାମତି କରାଯିବ। ପରବର୍ତ୍ତୀ ସମୟରେ ଅଳଙ୍କାର କଥା ବିଚାର ହେବ ବୋଲି ଏଏସଆଇ ସୁପରିଟେଡ଼େଣ୍ଟ ଡି.ବି .ଗଡନାୟକ କହିଥିଲେ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର