ଭିଜିଲାନ୍ସ ଜାଲରେ RWSS ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ
ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଭିଜିଲାନ୍ସ ଟିମ୍ ର ଚଢ଼ାଉ । ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ, କୋଳନରା କାର୍ଯ୍ୟାଳୟ ଓ ବ୍ରହ୍ମପୁରର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ରେଡ୍ ବେଳେ ସୁନା, ବିଭିନ୍ନ ବ୍ୟାଙ୍କ ପାସବୁକ, ନଗଦ ଟଙ୍କା ଜବତ ହୋଇଥିବା ଜଣାପଡିଛି । ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ସଂପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।