ଆକ୍ସନ ମୋଡରେ ରାୟଗଡ଼ା ଜିଲ୍ଲାପାଳ: କାର୍ଯ୍ଯରେ ଅବହେଳା ପାଇଁ ୩୦ କର୍ମଚାରୀଙ୍କ ବନ୍ଦ କଲେ ଦରମା

The Sakala Picture
Published On

ରାୟଗଡା: ଆକ୍ସନ ମୋଡରେ ରାୟଗଡ଼ା ଜିଲ୍ଲାପାଳ ସ୍ବଧା ଦେବ ସିଂ। କାର୍ଯ୍ଯରେ ଅବହେଳା ପାଇଁ କାଶୀପୁର ତହସିଲ ଅଧିନରେ ଥିବା ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି ଜିଲ୍ଲାପାଳ ସ୍ବଧା ଦେବ ସିଂ। ତହସିଲଦାରଙ୍କ ସମେତ ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି । ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ଜିଲ୍ଲାପାଳ କାଶୀପୁର ତହସିଲ କାର୍ଯ୍ଯଳୟ ନୀରିକ୍ଷଣ ପାଇଁ ଯାଇଥିଲେ । ନୀରିକ୍ଷଣ ସମୟରେ ଅନେକ କାମ ଶେଷ ହୋଇନଥିବା ନଜରକୁ ଆସିଥିଲା । […]

ରାୟଗଡା: ଆକ୍ସନ ମୋଡରେ ରାୟଗଡ଼ା ଜିଲ୍ଲାପାଳ ସ୍ବଧା ଦେବ ସିଂ। କାର୍ଯ୍ଯରେ ଅବହେଳା ପାଇଁ କାଶୀପୁର ତହସିଲ ଅଧିନରେ ଥିବା ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି ଜିଲ୍ଲାପାଳ ସ୍ବଧା ଦେବ ସିଂ। ତହସିଲଦାରଙ୍କ ସମେତ ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି ।

ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ଜିଲ୍ଲାପାଳ କାଶୀପୁର ତହସିଲ କାର୍ଯ୍ଯଳୟ ନୀରିକ୍ଷଣ ପାଇଁ ଯାଇଥିଲେ । ନୀରିକ୍ଷଣ ସମୟରେ ଅନେକ କାମ ଶେଷ ହୋଇନଥିବା ନଜରକୁ ଆସିଥିଲା । ସେଠାରେ ଅଫିସ କାଗଜ ପତ୍ର ଠିକ ନଥିବା ଓ ଲୋକଙ୍କୁ ଠିକ ସମୟରେ ସେବା ପ୍ରଦାନ କରୁ ନ ଥିବା କାରଣରୁ ଏହି କାର୍ଯ୍ଯାନୁଷ୍ଠାନ ନିଆଯାଇଛି ।   ଲୋକେ ନିଜର ଡକ୍ୟୁମେଣ୍ଟ ପାଇଁ ଆବେଦନ କରି ବହୁ ଦିନରୁ ଅପେକ୍ଷା କରିଥିବା ସୂଚନା ମିଳିଥିଲା । ଏହାପରେ ଜିଲ୍ଲାପାଳ ସ୍ବଧା ଦେବ ସିଂ ଏହି କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ନିର୍ଦ୍ଦେଶ ପର୍ଯ୍ଯନ୍ତ ଦରମା ବନ୍ଦ ରହିବ ବୋଲି ପତ୍ର ଲେଖି ଜଣାଇଛନ୍ତି।

02 Sep 2022 By The Sakala

ଆକ୍ସନ ମୋଡରେ ରାୟଗଡ଼ା ଜିଲ୍ଲାପାଳ: କାର୍ଯ୍ଯରେ ଅବହେଳା ପାଇଁ ୩୦ କର୍ମଚାରୀଙ୍କ ବନ୍ଦ କଲେ ଦରମା

ରାୟଗଡା: ଆକ୍ସନ ମୋଡରେ ରାୟଗଡ଼ା ଜିଲ୍ଲାପାଳ ସ୍ବଧା ଦେବ ସିଂ। କାର୍ଯ୍ଯରେ ଅବହେଳା ପାଇଁ କାଶୀପୁର ତହସିଲ ଅଧିନରେ ଥିବା ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି ଜିଲ୍ଲାପାଳ ସ୍ବଧା ଦେବ ସିଂ। ତହସିଲଦାରଙ୍କ ସମେତ ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି ।

ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ଜିଲ୍ଲାପାଳ କାଶୀପୁର ତହସିଲ କାର୍ଯ୍ଯଳୟ ନୀରିକ୍ଷଣ ପାଇଁ ଯାଇଥିଲେ । ନୀରିକ୍ଷଣ ସମୟରେ ଅନେକ କାମ ଶେଷ ହୋଇନଥିବା ନଜରକୁ ଆସିଥିଲା । ସେଠାରେ ଅଫିସ କାଗଜ ପତ୍ର ଠିକ ନଥିବା ଓ ଲୋକଙ୍କୁ ଠିକ ସମୟରେ ସେବା ପ୍ରଦାନ କରୁ ନ ଥିବା କାରଣରୁ ଏହି କାର୍ଯ୍ଯାନୁଷ୍ଠାନ ନିଆଯାଇଛି ।   ଲୋକେ ନିଜର ଡକ୍ୟୁମେଣ୍ଟ ପାଇଁ ଆବେଦନ କରି ବହୁ ଦିନରୁ ଅପେକ୍ଷା କରିଥିବା ସୂଚନା ମିଳିଥିଲା । ଏହାପରେ ଜିଲ୍ଲାପାଳ ସ୍ବଧା ଦେବ ସିଂ ଏହି କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ନିର୍ଦ୍ଦେଶ ପର୍ଯ୍ଯନ୍ତ ଦରମା ବନ୍ଦ ରହିବ ବୋଲି ପତ୍ର ଲେଖି ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର