ମୁନିଗୁଡ଼ା ରେଞ୍ଜରେ ମହାରାଷ୍ଟ୍ର ବାଘର ଆତଙ୍କ, ମଇଁଷି ଛୁଆକୁ ଖାଇଗଲା ମହାବଳ ବାଘ

The Sakala Picture
Published On

ମୁନିଗୁଡ଼ା: ରାୟଗଡ଼ା ବନଖଣ୍ଡ ମୁନିଗୁଡା ବନାଞ୍ଚଳରେ ମହାରାଷ୍ଟ୍ରରୁ ଆସିଥିବା ମହାବଳ ବାଘର ଉପସ୍ଥିତିକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ୪ ରାଜ୍ୟ ଡେଇଁ ଓଡ଼ିଶାରେ ଆତଙ୍କ ସୃଷ୍ଟି କରିଥିବା ମହାବଳ ଏବେ ମୁନିଗୁଡା ରେଞ୍ଜ ଦହିଖାଲ ଅଞ୍ଚଳରେ ବୁଲୁଛି। ଗତ କିଛିଦିନ ହେବ ଗଜପତି ଓ କନ୍ଧମାଳ ଜିଲ୍ଲାରେ ମହାବଳର ଆତଙ୍କ ଦେଖା ଯାଇଥିବା ବେଳେ ଗତକାଲି ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଉକ୍ତ ବାଘକୁ ଦେଖିବାକୁ ମିଳିଥିଲା। ଆଜି ମୁନିଗୁଡା ରେଞ୍ଜ ଶିବପଦର ପଞ୍ଚାୟତ ବନ୍ଧଗୁଡ଼ା […]

ମୁନିଗୁଡ଼ା: ରାୟଗଡ଼ା ବନଖଣ୍ଡ ମୁନିଗୁଡା ବନାଞ୍ଚଳରେ ମହାରାଷ୍ଟ୍ରରୁ ଆସିଥିବା ମହାବଳ ବାଘର ଉପସ୍ଥିତିକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ୪ ରାଜ୍ୟ ଡେଇଁ ଓଡ଼ିଶାରେ ଆତଙ୍କ ସୃଷ୍ଟି କରିଥିବା ମହାବଳ ଏବେ ମୁନିଗୁଡା ରେଞ୍ଜ ଦହିଖାଲ ଅଞ୍ଚଳରେ ବୁଲୁଛି। ଗତ କିଛିଦିନ ହେବ ଗଜପତି ଓ କନ୍ଧମାଳ ଜିଲ୍ଲାରେ ମହାବଳର ଆତଙ୍କ ଦେଖା ଯାଇଥିବା ବେଳେ ଗତକାଲି ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଉକ୍ତ ବାଘକୁ ଦେଖିବାକୁ ମିଳିଥିଲା। ଆଜି ମୁନିଗୁଡା ରେଞ୍ଜ ଶିବପଦର ପଞ୍ଚାୟତ ବନ୍ଧଗୁଡ଼ା ଜଙ୍ଗଲ ଓ ମୁନିଗୁଡ଼ା ଅମ୍ପାଦଳା ରାସ୍ତା ଜଙ୍ଗଲ ମଧ୍ୟରେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଥିଲା। ବାଘଟି ଏକ ମଇଁଷି ଛୁଆକୁ ମାରି ଖାଇଛି ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖବରପାଇ ବନବିଭାଗ ଦହିଖାଲ, ବନ୍ଧଗୁଡା, ଚିଚାଙ୍ଗବୋରି ଓ ଏହାର ଆଖପାଖ ଅଞ୍ଚଳରେ ଲୋକଙ୍କୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଘରୁ ବାହାରକୁ ନବାହାରିବା ପାଇ ସଚେତନ କରାଉଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

02 Dec 2023 By The Sakala

ମୁନିଗୁଡ଼ା ରେଞ୍ଜରେ ମହାରାଷ୍ଟ୍ର ବାଘର ଆତଙ୍କ, ମଇଁଷି ଛୁଆକୁ ଖାଇଗଲା ମହାବଳ ବାଘ

ମୁନିଗୁଡ଼ା: ରାୟଗଡ଼ା ବନଖଣ୍ଡ ମୁନିଗୁଡା ବନାଞ୍ଚଳରେ ମହାରାଷ୍ଟ୍ରରୁ ଆସିଥିବା ମହାବଳ ବାଘର ଉପସ୍ଥିତିକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ୪ ରାଜ୍ୟ ଡେଇଁ ଓଡ଼ିଶାରେ ଆତଙ୍କ ସୃଷ୍ଟି କରିଥିବା ମହାବଳ ଏବେ ମୁନିଗୁଡା ରେଞ୍ଜ ଦହିଖାଲ ଅଞ୍ଚଳରେ ବୁଲୁଛି। ଗତ କିଛିଦିନ ହେବ ଗଜପତି ଓ କନ୍ଧମାଳ ଜିଲ୍ଲାରେ ମହାବଳର ଆତଙ୍କ ଦେଖା ଯାଇଥିବା ବେଳେ ଗତକାଲି ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଉକ୍ତ ବାଘକୁ ଦେଖିବାକୁ ମିଳିଥିଲା। ଆଜି ମୁନିଗୁଡା ରେଞ୍ଜ ଶିବପଦର ପଞ୍ଚାୟତ ବନ୍ଧଗୁଡ଼ା ଜଙ୍ଗଲ ଓ ମୁନିଗୁଡ଼ା ଅମ୍ପାଦଳା ରାସ୍ତା ଜଙ୍ଗଲ ମଧ୍ୟରେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଥିଲା। ବାଘଟି ଏକ ମଇଁଷି ଛୁଆକୁ ମାରି ଖାଇଛି ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖବରପାଇ ବନବିଭାଗ ଦହିଖାଲ, ବନ୍ଧଗୁଡା, ଚିଚାଙ୍ଗବୋରି ଓ ଏହାର ଆଖପାଖ ଅଞ୍ଚଳରେ ଲୋକଙ୍କୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଘରୁ ବାହାରକୁ ନବାହାରିବା ପାଇ ସଚେତନ କରାଉଛି।

https://www.thesakala.in/latest-odisha-news/rayagada/tiger-hunted-a-buffalos-in-muniguda-forest-range/article-27848
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର