ଭିଜିଲାନ୍ସ ଜାଲରେ ବିଷମକଟକ ବ୍ଲକ ସିଡିପିଓ ଓ କିରାଣି …

The Sakala Picture
Published On

ରାୟଗଡ଼ା: ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ କାବୁ କରିଥିବା ଜଣାପଡିଛି। ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତି ମାମଲାରେ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସୁଶୀଳାଙ୍କୁ ଧରିଛି। ଏ ନେଇ ରାୟଗଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ତରୁଲତା ବେହେରା ସୂଚନା […]

ରାୟଗଡ଼ା: ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ କାବୁ କରିଥିବା ଜଣାପଡିଛି। ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତି ମାମଲାରେ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସୁଶୀଳାଙ୍କୁ ଧରିଛି। ଏ ନେଇ ରାୟଗଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ତରୁଲତା ବେହେରା ସୂଚନା ଦେଇଛନ୍ତି। ତେବେ ଚାଟିକଣା ପଞ୍ଚାୟତ ହୁତେଶି ଗ୍ରାମର ଅଙ୍ଗନଓ୍ବାଡି ଶୀତ ୱାଡକା ଙ୍କଠାରୁ ସେ ଲାଞ୍ଚ ନେଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ସାପକାମୁଡ଼ାରେ ଗର୍ଭବତୀଙ୍କ ମୃତ୍ୟୁ! ଚିକିତ୍ସା ଅବହେଳା ଅଭିଯୋଗରେ ମେଡିକାଲ୍‌ରେ ଡାକ୍ତରଙ୍କୁ ଆକ୍ରମଣ

23 Jun 2025 By The Sakala

ଭିଜିଲାନ୍ସ ଜାଲରେ ବିଷମକଟକ ବ୍ଲକ ସିଡିପିଓ ଓ କିରାଣି …

ରାୟଗଡ଼ା: ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ କାବୁ କରିଥିବା ଜଣାପଡିଛି। ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତି ମାମଲାରେ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସୁଶୀଳାଙ୍କୁ ଧରିଛି। ଏ ନେଇ ରାୟଗଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ତରୁଲତା ବେହେରା ସୂଚନା ଦେଇଛନ୍ତି। ତେବେ ଚାଟିକଣା ପଞ୍ଚାୟତ ହୁତେଶି ଗ୍ରାମର ଅଙ୍ଗନଓ୍ବାଡି ଶୀତ ୱାଡକା ଙ୍କଠାରୁ ସେ ଲାଞ୍ଚ ନେଇଥିବା ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର