ବଜ୍ରକାପ୍ତା ଚୋରା ଚାଲାଣ ପାଇଁ ଚାଲିଥିଲା ଡିଲ୍, ମାଡିବସିଲା ଏସଟିଏଫ୍; ୨ ଗିରଫ

The Sakala Picture
Published On

ରାୟଗଡ଼ା: ଚାଲିଥିଲା ବଜ୍ରକାପ୍ତା ଚୋରା ଚାଲାଣ ପାଇଁ ଡିଲ୍ । ହଠାତ ମାଡିବସିଲା ଏସଟିଏଫ୍ ଟିମ୍ । ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏକ ଜୀବନ୍ତ ବଜ୍ରକାପ୍ତାକୁ ଉଦ୍ଧାର କଲା ଏସଟିଏଫ୍। ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଦୁଇ ବେପାରୀଙ୍କୁ ଗିରଫ କରାଯାଇଛି। ଗିରଫ ବେପାରୀମାନେ ହେଲେ ସାମସାନ ରାଇତା ଓ ଅସମିନ୍ ଶବର ଗିରଫ। ଗିରଫ ପରେ ଅଭିଯୁକ୍ତଙ୍କୁ ଗୁଣୁପୁର SDJMଙ୍କ ନିକଟରେ ହାଜର କରାଯାଇଥିଲା । କେସ ନମ୍ବର ୨୯, ଦଫା ୩୭୯, […]

ରାୟଗଡ଼ା: ଚାଲିଥିଲା ବଜ୍ରକାପ୍ତା ଚୋରା ଚାଲାଣ ପାଇଁ ଡିଲ୍ । ହଠାତ ମାଡିବସିଲା ଏସଟିଏଫ୍ ଟିମ୍ । ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏକ ଜୀବନ୍ତ ବଜ୍ରକାପ୍ତାକୁ ଉଦ୍ଧାର କଲା ଏସଟିଏଫ୍। ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଦୁଇ ବେପାରୀଙ୍କୁ ଗିରଫ କରାଯାଇଛି। ଗିରଫ ବେପାରୀମାନେ ହେଲେ ସାମସାନ ରାଇତା ଓ ଅସମିନ୍ ଶବର ଗିରଫ। ଗିରଫ ପରେ ଅଭିଯୁକ୍ତଙ୍କୁ ଗୁଣୁପୁର SDJMଙ୍କ ନିକଟରେ ହାଜର କରାଯାଇଥିଲା । କେସ ନମ୍ବର ୨୯, ଦଫା ୩୭୯, ୪୧୧, ୧୨୦ବି ରେ କୋର୍ଟଚାଲାଣ କରିଛି ଏସଟିଏଫ୍ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ସୂଚନାନୁଯାୟୀ, ଏକ ଜୀବନ୍ତ ବଜ୍ରକାପ୍ତାକୁ ୫ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍ ଚାଲିଥିଲା। ବିଶେଷ ସୂତ୍ରରୁ ଖବର ପାଇ ଗ୍ରାହକ ସାଜି ମାଡିବସିଲା ଏସଟିଏଫ ଟିମ୍। ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏସଟିଏଫ୍ ଦୁଇ ବେପାରୀଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ନିକଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

09 Dec 2023 By The Sakala

ବଜ୍ରକାପ୍ତା ଚୋରା ଚାଲାଣ ପାଇଁ ଚାଲିଥିଲା ଡିଲ୍, ମାଡିବସିଲା ଏସଟିଏଫ୍; ୨ ଗିରଫ

ରାୟଗଡ଼ା: ଚାଲିଥିଲା ବଜ୍ରକାପ୍ତା ଚୋରା ଚାଲାଣ ପାଇଁ ଡିଲ୍ । ହଠାତ ମାଡିବସିଲା ଏସଟିଏଫ୍ ଟିମ୍ । ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏକ ଜୀବନ୍ତ ବଜ୍ରକାପ୍ତାକୁ ଉଦ୍ଧାର କଲା ଏସଟିଏଫ୍। ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଦୁଇ ବେପାରୀଙ୍କୁ ଗିରଫ କରାଯାଇଛି। ଗିରଫ ବେପାରୀମାନେ ହେଲେ ସାମସାନ ରାଇତା ଓ ଅସମିନ୍ ଶବର ଗିରଫ। ଗିରଫ ପରେ ଅଭିଯୁକ୍ତଙ୍କୁ ଗୁଣୁପୁର SDJMଙ୍କ ନିକଟରେ ହାଜର କରାଯାଇଥିଲା । କେସ ନମ୍ବର ୨୯, ଦଫା ୩୭୯, ୪୧୧, ୧୨୦ବି ରେ କୋର୍ଟଚାଲାଣ କରିଛି ଏସଟିଏଫ୍ ।

ସୂଚନାନୁଯାୟୀ, ଏକ ଜୀବନ୍ତ ବଜ୍ରକାପ୍ତାକୁ ୫ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍ ଚାଲିଥିଲା। ବିଶେଷ ସୂତ୍ରରୁ ଖବର ପାଇ ଗ୍ରାହକ ସାଜି ମାଡିବସିଲା ଏସଟିଏଫ ଟିମ୍। ବ୍ରହ୍ମପୁର- ରାୟଗଡ଼ା ରାସ୍ତା ଆଖୁସିଂ ଛକରୁ ଏସଟିଏଫ୍ ଦୁଇ ବେପାରୀଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ନିକଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର