କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

The Sakala Picture
Published On

ରାୟଗଡା : କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଥିବା ଜଣାପଡିଛି। ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି ଓ ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତି ଜୟପୁର ଓ କୋରାପୁଟଙ୍କ […]

ରାୟଗଡା : କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି ଓ ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତି ଜୟପୁର ଓ କୋରାପୁଟଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସର ୭ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୯ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଏବଂ ରାୟଗଡ଼ା ଜିଲ୍ଲାର ୯ଟି ସ୍ଥାନରେ ଏକକାଳୀନ ତଲାସ କରାଯାଉଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେ‌ଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ ଓ ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

19 Sep 2025 By The Sakala

କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ରାୟଗଡା : କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଥିବା ଜଣାପଡିଛି।

ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି ଓ ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତି ଜୟପୁର ଓ କୋରାପୁଟଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସର ୭ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୯ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଏବଂ ରାୟଗଡ଼ା ଜିଲ୍ଲାର ୯ଟି ସ୍ଥାନରେ ଏକକାଳୀନ ତଲାସ କରାଯାଉଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେ‌ଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ ଓ ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

https://www.thesakala.in/latest-odisha-news/rayagada/vigilance-raids-9-locations-against-kashipur-forest-range-officer-in-da-case/article-42409
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର