ରାୟଗଡ଼ା: ବଂଶଧାରା ନଦୀରେ ଜଣେ ଯୁବକ ବୁଡ଼ି ଯାଇଛନ୍ତି। ଗୁଡ଼ାରୀ ନିକଟରେ ସେ ଗାଧୋଇବା ବେଳେ ଅସାବଧାନତା ଯୋଗୁଁ ବୁଡ଼ି ଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀମାନେ ନିଖୋଜ ଯୁବକଙ୍କୁ ଖୋଜାଖୋଜି କରୁଛନ୍ତି।
ଗାଧୋଇବା ବେଳେ ନଦୀରେ ବୁଡ଼ିଗଲେ ଯୁବକ