ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଝରଣା ପାଣି ପିଇବାବେଳେ ପେଟକୁ ପଳାଇଲା ଜୋକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Madhusudan Das Picture
Published On

ରାୟଗଡା: ପାଣି ସହ ପେଟକୁ ପଳାଇଲା ଜୋକ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ଯୁବକ । ରାୟଗଡା ଜିଲ୍ଲା କଲ୍ଯାଣସିଂହପୁର ବ୍ଲକ ରାଇଲିମା ଗାଁରେ ଘଟିଛି ଏଭଳି ଘଟଣା । ସୂଚନା ଅନୁସାରେ, ଜାଳେଣୀ କାଠ ଆଣିବାକୁ ଶ୍ୟାମ ହୁଈକା ସାଙ୍ଗମାନଙ୍କ ସହ ଜଙ୍ଗଲକୁ ଯାଇଥିଲେ । ଖରାରେ ଜୋରରେ ଶୋଷ ଲାଗିଥିଲା । ଜଙ୍ଗଲରେ ଶୋଷ ଲାଗିବାରୁ ଉପାୟ ନପାଇ ଝରଣା ପାଣି ପିଇଥିଲେ । ତେବେ ଝରଣା ପାଣି ପିଇବା ବେଳେ ଅସାବଧାନତା ବଶତଃ ଗୋଟେ ଜୋକ ଢୋକି ଦେଇଥିଲେ । କିଛି ଘଣ୍ଟା ପରେ ସେ ଗୁରୁତର ହୋଇପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠି ସ୍ଵାସ୍ଥକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ । ତେବେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ଆଗକୁ ତାଙ୍କ ସହ କଣ ହେବ ତା ଚିକିତ୍ସା ପରେ ଜଣାପଡିବ ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

25 Mar 2026 By Madhusudan Das

ଝରଣା ପାଣି ପିଇବାବେଳେ ପେଟକୁ ପଳାଇଲା ଜୋକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ରାୟଗଡା: ପାଣି ସହ ପେଟକୁ ପଳାଇଲା ଜୋକ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ଯୁବକ । ରାୟଗଡା ଜିଲ୍ଲା କଲ୍ଯାଣସିଂହପୁର ବ୍ଲକ ରାଇଲିମା ଗାଁରେ ଘଟିଛି ଏଭଳି ଘଟଣା । ସୂଚନା ଅନୁସାରେ, ଜାଳେଣୀ କାଠ ଆଣିବାକୁ ଶ୍ୟାମ ହୁଈକା ସାଙ୍ଗମାନଙ୍କ ସହ ଜଙ୍ଗଲକୁ ଯାଇଥିଲେ । ଖରାରେ ଜୋରରେ ଶୋଷ ଲାଗିଥିଲା । ଜଙ୍ଗଲରେ ଶୋଷ ଲାଗିବାରୁ ଉପାୟ ନପାଇ ଝରଣା ପାଣି ପିଇଥିଲେ । ତେବେ ଝରଣା ପାଣି ପିଇବା ବେଳେ ଅସାବଧାନତା ବଶତଃ ଗୋଟେ ଜୋକ ଢୋକି ଦେଇଥିଲେ । କିଛି ଘଣ୍ଟା ପରେ ସେ ଗୁରୁତର ହୋଇପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠି ସ୍ଵାସ୍ଥକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ । ତେବେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ଆଗକୁ ତାଙ୍କ ସହ କଣ ହେବ ତା ଚିକିତ୍ସା ପରେ ଜଣାପଡିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର