ଅନଲାଇନରେ ମହାପ୍ରସାଦ ଯୋଗାଇବା ବିଜ୍ଞାପନ ଦେଇ ରିଅଲ୍ ଇଷ୍ଟେଟ୍ ବ୍ୟବସାୟୀ ଗିରଫ

Madhusudan Das Picture
Published On

ପୁରୀ: ଅନଲାଇନରେ ମହାପ୍ରସାଦ ଯୋଗାଇବା ବିଜ୍ଞାପନ ଦେଇ ଜଣେ ଗିରଫ। ଗିରଫ ହେଉଛନ୍ତି ଭୁବନେଶ୍ୱରର ରିଅଲ୍ ଷ୍ଟେଟ୍ ବ୍ୟବସାୟୀ ଡିସ୍ପୋଜା ପଟ୍ଟନାୟକ। SHREEPRASAD.ORG ନାମକ ୱବସାଇଟରେ ଅନଲାଇନ ମହାପ୍ରସାଦ ଅର୍ଡର ନେଇ ଦିଆଯାଇଥିଲା ବିଜ୍ଞାପନ। ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏନେଇ ସିଂହଦ୍ଵାର ଥାନାରେ ଦେଇଥିଲେ ଏତଲା। ୱବସାଇଟରେ ଦିଆଯାଇଥିଲା ମୋବାଇଲ ନମ୍ବର। ୱେବସାଇଟରେ ଏଭଳି କାର୍ଯ୍ୟକଳାପ ମନ୍ଦିରର ପ୍ରତିଛବି ଏବଂ ପବିତ୍ରତାକୁ ବାଧା ଦେବାସହ ଭକ୍ତଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଥିଲା । ଗିରଫ ବ୍ୟକ୍ତିଙ୍କ ବିରୁଦ୍ଧରେ IT Actରେ ମାମଲା ରୁଜୁ କରାଯାଇଛି।

ଆହୁରି ପଢ଼ନ୍ତୁ: ମୁଣ୍ଡରେ ବନ୍ଧୁକ ଲଗାଇ ଘରୁ ୨୦ଲକ୍ଷ ଟଙ୍କା ସହ ୩୦ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ୬ ଦୁର୍ବୃତ୍ତ

10 Nov 2025 By Madhusudan Das

ଅନଲାଇନରେ ମହାପ୍ରସାଦ ଯୋଗାଇବା ବିଜ୍ଞାପନ ଦେଇ ରିଅଲ୍ ଇଷ୍ଟେଟ୍ ବ୍ୟବସାୟୀ ଗିରଫ

ପୁରୀ: ଅନଲାଇନରେ ମହାପ୍ରସାଦ ଯୋଗାଇବା ବିଜ୍ଞାପନ ଦେଇ ଜଣେ ଗିରଫ। ଗିରଫ ହେଉଛନ୍ତି ଭୁବନେଶ୍ୱରର ରିଅଲ୍ ଷ୍ଟେଟ୍ ବ୍ୟବସାୟୀ ଡିସ୍ପୋଜା ପଟ୍ଟନାୟକ। SHREEPRASAD.ORG ନାମକ ୱବସାଇଟରେ ଅନଲାଇନ ମହାପ୍ରସାଦ ଅର୍ଡର ନେଇ ଦିଆଯାଇଥିଲା ବିଜ୍ଞାପନ। ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏନେଇ ସିଂହଦ୍ଵାର ଥାନାରେ ଦେଇଥିଲେ ଏତଲା। ୱବସାଇଟରେ ଦିଆଯାଇଥିଲା ମୋବାଇଲ ନମ୍ବର। ୱେବସାଇଟରେ ଏଭଳି କାର୍ଯ୍ୟକଳାପ ମନ୍ଦିରର ପ୍ରତିଛବି ଏବଂ ପବିତ୍ରତାକୁ ବାଧା ଦେବାସହ ଭକ୍ତଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଥିଲା । ଗିରଫ ବ୍ୟକ୍ତିଙ୍କ ବିରୁଦ୍ଧରେ IT Actରେ ମାମଲା ରୁଜୁ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର