୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ଡିସେମ୍ବର ୧୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏସଏସସି ୱେବସାଇଟରେ ନିଯୁକ୍ତି ସଂକ୍ରାନ୍ତୀୟ ବିଜ୍ଞାପନ ପ୍ରକାଶ ପାଇଛି। ଡିସେମ୍ବର ୧୧ରୁ ଜାନୁଆରୀ ୯ ପର୍ଯ୍ଯନ୍ତ ଆବେଦନ ତାରିଖ ଧାର୍ଯ୍ଯ କରାଯାଇଛି। ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ। Recruitment by #OSSC for TGT Arts 1970TGT PCM 1419TGT CBZ 1205Hindi teacher 1352Sanskrit teacher 723Physical Education teacher 841Telagu Teacher 6Urdu teacher 24 Prel n Main exam […]
ଭୁବନେଶ୍ବର: ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏସଏସସି ୱେବସାଇଟରେ ନିଯୁକ୍ତି ସଂକ୍ରାନ୍ତୀୟ ବିଜ୍ଞାପନ ପ୍ରକାଶ ପାଇଛି। ଡିସେମ୍ବର ୧୧ରୁ ଜାନୁଆରୀ ୯ ପର୍ଯ୍ଯନ୍ତ ଆବେଦନ ତାରିଖ ଧାର୍ଯ୍ଯ କରାଯାଇଛି। ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ।
Recruitment by #OSSC for
TGT Arts 1970
TGT PCM 1419
TGT CBZ 1205
Hindi teacher 1352
Sanskrit teacher 723
Physical Education teacher 841
Telagu Teacher 6
Urdu teacher 24Prel n Main exam MCQ mode.
ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !Best wishes to all prospective applicants .2/2
— Abhay ଅଭୟ अभय IPS ( Retd) (@abhayips86) November 23, 2022
ପ୍ରକାଶ ପାଇଥିବା ୭,୫୪୦ ପଦ ମଧ୍ୟରେ ଟିଜିଟି ବର୍ଗର ୧୯୭୦ ପଦ ଥିବାବେଳେ ପିସିଏମ(ବିଜ୍ଞାନ)ର ୧୪୧୯, ସିବିଜେଡ୍(ବିଜ୍ଞାନ) ବର୍ଗର ୧୨୦୫ଟି ପଦ ରହିଛି। ସେହିପରି ଉଚ୍ଚ ବିଦ୍ୟାଳୟଗୁଡ଼ିକ ପାଇଁ ହିନ୍ଦୀରେ ୧୩୫୨ ପଦରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ୭୨୩ ସଂସ୍କୃତ, ୬ ତେଲୁଗୁ, ୮୪୧ ପିଇଟି ଏବଂ ୨୪ଟି ଊର୍ଦ୍ଧୁ ଶିକ୍ଷକ ପଦ ରହିଛି।
Press release
ନୂଆ ନିଯୁକ୍ତି ପ୍ରକ୍ରିୟା ଓଏସଏସସି(ଓଡ଼ିଶା କର୍ମଚାରୀ ଚୟନ ଆୟୋଗ) ଦ୍ୱରା ତ୍ୱରାନ୍ୱିତ ହେବ। ଚଳିତ ଥର ନିଯୁକ୍ତି ପ୍ରକ୍ରିୟାରେ ମଧ୍ୟ ବ୍ୟାପକ ସ୍ୱଚ୍ଛତା ପଦ୍ଧତ୍ତି ଅବଲମ୍ବନ କରିବାକୁ ନୂଆ ପ୍ରକ୍ରିୟାରେ ମେରିଟ୍ ଟ୍ରାକ୍ ସଂସ୍ଥାକୁ ବାଦ୍ ଦିଆଯିବ। ନିଯୁକ୍ତି ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା ନେଇ ବିଭାଗ ବିଶେଷ ଗୁରୁତ୍ୱ ଦିଆଯାଇଛି।
ସୂଚନାଥାଉକି, ବିଗତ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ପଦକ୍ଷପ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ତୃତୀୟ ପର୍ଯ୍ୟାୟରେ ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।
୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ଡିସେମ୍ବର ୧୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏସଏସସି ୱେବସାଇଟରେ ନିଯୁକ୍ତି ସଂକ୍ରାନ୍ତୀୟ ବିଜ୍ଞାପନ ପ୍ରକାଶ ପାଇଛି। ଡିସେମ୍ବର ୧୧ରୁ ଜାନୁଆରୀ ୯ ପର୍ଯ୍ଯନ୍ତ ଆବେଦନ ତାରିଖ ଧାର୍ଯ୍ଯ କରାଯାଇଛି। ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ।
Recruitment by #OSSC for
TGT Arts 1970
TGT PCM 1419
TGT CBZ 1205
Hindi teacher 1352
Sanskrit teacher 723
Physical Education teacher 841
Telagu Teacher 6
Urdu teacher 24Prel n Main exam MCQ mode.
Best wishes to all prospective applicants .2/2