ପିଜିଟି ପଦବୀ ପୂରଣ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ

The Sakala Picture
Published On

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ଖାଲିଥିବା ସ୍ନାତକୋତ୍ତର  ( ପିଜିଟି ) ପଦବୀଗୁଡିକ ପୂରଣ କରିବା ନିମନନ୍ତେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇଛି। ଇତି ମଧ୍ଯରେ ଓପିଏସସି ଦ୍ବାରା ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତ ପ୍ରଦାନ କରାଯାଇଛି। ଏଥି ମଧ୍ଯରେ ୧୪ଟ ବିଷୟରେ ୧୦୭ ଜଣ ପ୍ରାର୍ଥୀ ଓପିଏସି ଦ୍ବାରା ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ୭୧ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାାଯାଇଛି। ୩୬ ଜଣ ପଜିଟିଙ୍କର ନିଯୁକ୍ତି ବିଷୟକୁ ସରକାରଙ୍କ ଅନୁମୋଦନ […]

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ଖାଲିଥିବା ସ୍ନାତକୋତ୍ତର  ( ପିଜିଟି ) ପଦବୀଗୁଡିକ ପୂରଣ କରିବା ନିମନନ୍ତେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇଛି। ଇତି ମଧ୍ଯରେ ଓପିଏସସି ଦ୍ବାରା ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତ ପ୍ରଦାନ କରାଯାଇଛି। ଏଥି ମଧ୍ଯରେ ୧୪ଟ ବିଷୟରେ ୧୦୭ ଜଣ ପ୍ରାର୍ଥୀ ଓପିଏସି ଦ୍ବାରା ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ୭୧ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାାଯାଇଛି। ୩୬ ଜଣ ପଜିଟିଙ୍କର ନିଯୁକ୍ତି ବିଷୟକୁ ସରକାରଙ୍କ ଅନୁମୋଦନ ନିମନ୍ତେ ପ୍ରେରଣା କରାଯାଇଛି। ଓପିଏସସି ଦ୍ବାରା ୨୨୮ ଜଣ ପିଜିଟିଙ୍କ ନିଯୁକ୍ତି ନିମନ୍ତେ ଚୟନ ପ୍ରକ୍ରିୟା ଜାରି ରହିଛି।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଏତଦବ୍ୟତୀତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୬୭ଟି ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ୫୫୫ଟି ଖାଲିଥିବା ସ୍ନାତକୋତ୍ତର ଶିକ୍ଷକ ( ପିଜିଟି ) ପଦବୀ ପୂରଣ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

15 Dec 2022 By The Sakala

ପିଜିଟି ପଦବୀ ପୂରଣ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ଖାଲିଥିବା ସ୍ନାତକୋତ୍ତର  ( ପିଜିଟି ) ପଦବୀଗୁଡିକ ପୂରଣ କରିବା ନିମନନ୍ତେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇଛି। ଇତି ମଧ୍ଯରେ ଓପିଏସସି ଦ୍ବାରା ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତ ପ୍ରଦାନ କରାଯାଇଛି। ଏଥି ମଧ୍ଯରେ ୧୪ଟ ବିଷୟରେ ୧୦୭ ଜଣ ପ୍ରାର୍ଥୀ ଓପିଏସି ଦ୍ବାରା ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ୭୧ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାାଯାଇଛି। ୩୬ ଜଣ ପଜିଟିଙ୍କର ନିଯୁକ୍ତି ବିଷୟକୁ ସରକାରଙ୍କ ଅନୁମୋଦନ ନିମନ୍ତେ ପ୍ରେରଣା କରାଯାଇଛି। ଓପିଏସସି ଦ୍ବାରା ୨୨୮ ଜଣ ପିଜିଟିଙ୍କ ନିଯୁକ୍ତି ନିମନ୍ତେ ଚୟନ ପ୍ରକ୍ରିୟା ଜାରି ରହିଛି।

ଏତଦବ୍ୟତୀତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୬୭ଟି ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ୫୫୫ଟି ଖାଲିଥିବା ସ୍ନାତକୋତ୍ତର ଶିକ୍ଷକ ( ପିଜିଟି ) ପଦବୀ ପୂରଣ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର