ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଭୁବନେଶ୍ବର ଓ କଟକକୁ ରେଡ୍ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର:ପ୍ରତିଦିନ ନିଜ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ। । ଫଳରେ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ଅନୁଭୂତ ହେବ। ଏଭଳି ସ୍ଥିତି ମାସ ଶେଷ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ […]

ଭୁବନେଶ୍ୱର:ପ୍ରତିଦିନ ନିଜ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ। । ଫଳରେ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ଅନୁଭୂତ ହେବ। ଏଭଳି ସ୍ଥିତି ମାସ ଶେଷ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସ୍ଥିତି ସବୁଠୁ ସମ୍ବେଦନଶୀଳ ରହିବ। ଯାହାକୁ ଦୃଷ୍ଟିରେ ରଖି ଟ୍ବିନସିଟିକୁ ଆଜି ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ଭୁବନେଶ୍ବର ଓ କଟକ ସହରରେ ଭୀଷଣଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

27 Apr 2024 By The Sakala

ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଭୁବନେଶ୍ବର ଓ କଟକକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର:ପ୍ରତିଦିନ ନିଜ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ। । ଫଳରେ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ଅନୁଭୂତ ହେବ। ଏଭଳି ସ୍ଥିତି ମାସ ଶେଷ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସ୍ଥିତି ସବୁଠୁ ସମ୍ବେଦନଶୀଳ ରହିବ। ଯାହାକୁ ଦୃଷ୍ଟିରେ ରଖି ଟ୍ବିନସିଟିକୁ ଆଜି ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ଭୁବନେଶ୍ବର ଓ କଟକ ସହରରେ ଭୀଷଣଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର